|
149 | show | Total | ||||
105 | show | COMMA → COMMA + SPACE | ||||
36 | show | SPACE + COMMA → COMMA | ||||
4 | show | ORIYA LETTER DDA + ORIYA VOWEL SIGN I + ORIYA SIGN NUKTA → ORIYA LETTER DDA + ORIYA SIGN NUKTA + ORIYA VOWEL SIGN I | ||||
2 | show | ORIYA LETTER DDA + ORIYA SIGN NUKTA + ORIYA SIGN NUKTA → ORIYA LETTER DDA + ORIYA SIGN NUKTA | ||||
1 | show | COMMA + SPACE + COMMA → COMMA | ||||
1 | show | ORIYA LETTER DDA + ORIYA VOWEL SIGN AA + ORIYA SIGN NUKTA → ORIYA LETTER DDA + ORIYA SIGN NUKTA + ORIYA VOWEL SIGN AA |
orig: | ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ। |
wb+: | ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡ଼ିକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ। |
orig: | ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ। |
wb+: | ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ। |
orig: | ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ। |
wb+: | ଆଉ ସେ ଯୋଡ଼ି ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ। |
orig: | ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” |
wb+: | ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” |
orig: | ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ। |
wb+: | ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ। |
orig: | ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ , ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ; |
wb+: | ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ; |
orig: | ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। |
wb+: | ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। |
orig: | “ଆହୁରି ମୁଁ ଆଜ୍ଞା କରୁଅଛି ଯେ , ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। |
wb+: | “ଆହୁରି ମୁଁ ଆଜ୍ଞା କରୁଅଛି ଯେ, ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। |
orig: | ଓ ହାରୀମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ,ଏଲୀୟ,ଶମୟୀୟ, ଯିହୀୟେଲ ଓ ଉଷୀୟ; |
wb+: | ଓ ହାରୀମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ; |
orig: | ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ। |
wb+: | ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ। |
orig: | ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ। |
wb+: | ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ। |
orig: | ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। |
wb+: | ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। |
orig: | ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି। |
wb+: | ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି। |
orig: | ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। |
wb+: | ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। |
orig: | ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” |
wb+: | ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” |
orig: | ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି। |
wb+: | ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି। |
orig: | ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ। |
wb+: | ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ। |
orig: | ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା; |
wb+: | ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା; |
orig: | କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।’” |
wb+: | କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।’” |
orig: | କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।” |
wb+: | କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।” |
orig: | କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ,ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି। |
wb+: | କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି। |
orig: | ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’” |
wb+: | ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’” |
orig: | ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ। |
wb+: | ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ। |
orig: | ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’” |
wb+: | ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’” |
orig: | ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; |
wb+: | ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; |
orig: | ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। |
wb+: | ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। |
orig: | ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। |
wb+: | ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। |
orig: | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ। |
wb+: | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ। |
orig: | ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, , |
wb+: | ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, |
orig: | କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।” |
wb+: | କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।” |
orig: | ପୁଣି, ଦାରୀୟାବସ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। |
wb+: | ପୁଣି, ଦାରୀୟାବସ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ, କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। |
orig: | ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ। |
wb+: | ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ। |
orig: | ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା,ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା । |
wb+: | ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା । |
orig: | କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି । |
wb+: | କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି । |
orig: | ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ । |
wb+: | ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ । |
orig: | ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ । |
wb+: | ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ । |
orig: | ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, |
wb+: | ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, |
orig: | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
wb+: | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
orig: | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
wb+: | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
orig: | ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । |
wb+: | ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । |
orig: | କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । |
wb+: | କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । |
orig: | ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ । |
wb+: | ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ । |
orig: | କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ , ଭୟ କର ନାହିଁ । |
wb+: | କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ । |
orig: | ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । |
wb+: | ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । |
orig: | ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । |
wb+: | ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । |
orig: | ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ । |
wb+: | ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ । |
orig: | କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । |
wb+: | କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । |
orig: | ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ । |
wb+: | ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ । |
orig: | ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ? |
wb+: | ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ? |
orig: | ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ । |
wb+: | ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ । |
orig: | ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; |
wb+: | ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; |
orig: | କିନ୍ତୁ ଯୀଶୁ ଉତ୍ତର ଦେଲେ,ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ । |
wb+: | କିନ୍ତୁ ଯୀଶୁ ଉତ୍ତର ଦେଲେ, ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ । |
orig: | ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । |
wb+: | ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । |
orig: | ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ । |
wb+: | ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ, ମୁଁ ଜଗତରୁ ଉତ୍ପନ ନୁହେଁ । |
orig: | ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ? |
wb+: | ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ? |
orig: | ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ ? |
wb+: | ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କ'ଣ ? |
orig: | କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର । |
wb+: | କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର । |
orig: | କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ; |
wb+: | କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ; |
orig: | ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ । |
wb+: | ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ । |
orig: | ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି; |
wb+: | ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି; |
orig: | ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ? |
wb+: | ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କ'ଣ କରିବା ? |
orig: | ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼଼କୁ ଚାହଁ ।" |
wb+: | ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼କୁ ଚାହଁ ।" |
orig: | ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼଼କୁ ଚାହିଁ ରହିଲା । |
wb+: | ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା । |
orig: | ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ । |
wb+: | ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ । |
orig: | ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ, |
wb+: | ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ପ୍ରାର୍ଥନା କଲେ, |
orig: | ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି । |
wb+: | ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି । |
orig: | ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ? |
wb+: | ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ? |
orig: | ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, |
wb+: | ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, |
orig: | ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । |
wb+: | ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । |
orig: | ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ । |
wb+: | ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ । |
orig: | କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ । |
wb+: | କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ । |
orig: | ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ । |
wb+: | ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ । |
orig: | ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ; |
wb+: | ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ; |
orig: | ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ, |
wb+: | ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ, |
orig: | ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ? |
wb+: | ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ? |
orig: | ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ, |
wb+: | ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ, ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ, |
orig: | ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି,ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ, |
wb+: | ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ, |
orig: | ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ । |
wb+: | ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ । |
orig: | ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । |
wb+: | ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । |
orig: | ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । |
wb+: | ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । |
orig: | ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, |
wb+: | ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, |
orig: | ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ? |
wb+: | ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ? |
orig: | [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।] |
wb+: | [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି ।] |
orig: | ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ । |
wb+: | ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ । |
orig: | ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ । |
wb+: | ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ । |
orig: | ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି । |
wb+: | ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି । |
orig: | ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ? |
wb+: | ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ ? |
orig: | କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ । |
wb+: | କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ । |
orig: | କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ, |
wb+: | କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି, ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ, |
orig: | କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । |
wb+: | କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । |
orig: | ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି, |
wb+: | ଆଉ, ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି, |
orig: | ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ । |
wb+: | ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ । |
orig: | ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି । |
wb+: | ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୂଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି । |
orig: | କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ । |
wb+: | କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ । |
orig: | ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ,ଏହା ଶୁଣି ଲୋକମାନେ ଭୟ କଲେ, |
wb+: | ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ, |
orig: | ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ । |
wb+: | ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ । |
orig: | ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ , ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି । |
wb+: | ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି । |
orig: | ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ । |
wb+: | ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ । |
orig: | ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ । |
wb+: | ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ । |
orig: | ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା । |
wb+: | ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା । |
orig: | ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର,ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ । |
wb+: | ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ । |
orig: | ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ? |
wb+: | ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ? |
orig: | ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; |
wb+: | ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; |
orig: | ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର । |
wb+: | ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର । |
orig: | ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ । |
wb+: | ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ । |
orig: | ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ; |
wb+: | ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ଆତ୍ମା ଜୀବନଦାୟକ; |
orig: | କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । |
wb+: | କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । |
orig: | କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ । |
wb+: | କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ । |
orig: | ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; |
wb+: | ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; |
orig: | ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ । |
wb+: | ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ । |
orig: | ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, |
wb+: | ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, |
orig: | ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି । |
wb+: | ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି । |
orig: | ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି । |
wb+: | ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି । |
orig: | ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ । |
wb+: | ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ । |
orig: | ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ,ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ; |
wb+: | ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ; |
orig: | ଯେପରି ଲେଖା ଅଛି, "ଯେ ଅଧିକ ସଂଗ୍ରହ କଲା,ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ '' । |
wb+: | ଯେପରି ଲେଖା ଅଛି, "ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ '' । |
orig: | ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ,ଏଥି ନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି । |
wb+: | ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥି ନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି । |
orig: | ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; |
wb+: | ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; |
orig: | ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ । |
wb+: | ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା, ଏହା ଭରସା କରୁଅଛୁ । |
orig: | ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ । |
wb+: | ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ । |
orig: | ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୂଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ,ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ, |
wb+: | ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୂଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ, |
orig: | ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ । |
wb+: | ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ । |
orig: | ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ । |
wb+: | ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ । |
orig: | ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି ? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ ? |
wb+: | ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି ? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ ? |
orig: | ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର । |
wb+: | ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ, ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର । |
orig: | ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ । |
wb+: | ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ । |
orig: | ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ; |
wb+: | ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ, ବରଂ ସେ ସବୁର ଦୋଷହିଁ ଦେଖାଇଦିଅ; |
orig: | ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ , |
wb+: | ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ, |
orig: | ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି । |
wb+: | ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି । |
orig: | ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର; |
wb+: | ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର; |
orig: | ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର । |
wb+: | ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର । |
orig: | ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ । |
wb+: | ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ । |
orig: | ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ । |
wb+: | ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ । |
orig: | ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, |
wb+: | ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, |
orig: | କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; |
wb+: | କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; |
orig: | କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । |
wb+: | କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । |
orig: | ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, |
wb+: | ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, |
orig: | ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ | |
wb+: | ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ, ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ | |
orig: | ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ । |
wb+: | ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ । |
orig: | ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ , କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ; |
wb+: | ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ; |
orig: | ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, |
wb+: | ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, |
orig: | ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି । |
wb+: | ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି । |
orig: | ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ । |
wb+: | ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ । |
orig: | ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି । |
wb+: | ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି । |
orig: | ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ । |
wb+: | ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ । |