Wildebeest analysis examples for:   ory-ory   ORIYA    February 25, 2023 at 00:57    Script wb_pprint_html.py   by Ulf Hermjakob

8719  2SA 24:24  ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
25588  LUK 13:1  . ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।
30995  REV 13:18  ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି (ଛ ଶହ ଛଷଠି) ।
30996  REV 14:1  ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି , (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
30998  REV 14:3  ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି , (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।
31015  REV 14:20  ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ( କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।
31044  REV 16:21  ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ( କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର ।