Wildebeest analysis examples for:   ory-ory   '    February 25, 2023 at 00:57    Script wb_pprint_html.py   by Ulf Hermjakob

23244  MAT 2:6  'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ'"
23245  MAT 2:7  ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ ।
23282  MAT 4:4  କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ'"
23314  MAT 5:11  ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
23349  MAT 5:46  ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର ? କରଗ୍ରାହୀମାନେ ସୁଦ୍ଧା'ତାହା କରନ୍ତି ନାହିଁ ?
23350  MAT 5:47  ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା'ତାହା କରନ୍ତି ନାହିଁ ?
23354  MAT 6:3  କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ'କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
23359  MAT 6:8  ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର'ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।
23376  MAT 6:25  ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି,'ଖାଇବ ବା'ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା'ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?
23377  MAT 6:26  ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ'ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ?
23382  MAT 6:31  ଏଣୁ'ଖାଇବା ? ଅବା'ପିଇବା ? କିଅବା'ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ ।
23422  MAT 8:8  କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।
23443  MAT 8:29  ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ'ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?
23453  MAT 9:5  କାରଣ'ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?
23505  MAT 10:19  କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ'କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ ।
23515  MAT 10:29  ଦୁଇଟି ଘରଚଟିଆ'ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
23534  MAT 11:6  ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ ।
23535  MAT 11:7  ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ'ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ ?'ପବନରେ ଦୋହଲୁଥିବା ଗୋଟିଏ ନଳ ?
23536  MAT 11:8  ତାହାହେଲେ ତୁମ୍ଭେମାନେ'ଦେଖିବା ପାଇଁ ବାହାରିଯାଇଥିଲ ?'ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି ।
23537  MAT 11:9  ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ?'ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;
23551  MAT 11:23  ଆଉ ରେ କଫର୍ନାହୂମ, ତୁ'ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |
23555  MAT 11:27  ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
23556  MAT 11:28  ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।
23557  MAT 11:29  ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
23561  MAT 12:3  ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ'କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ ?
23563  MAT 12:5  କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ'ଏହା ପାଠ କରି ନାହଁ ?
23568  MAT 12:10  ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା'ବିଧିସଙ୍ଗତ ?
23581  MAT 12:23  ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ'ଦାଉଦ ସନ୍ତାନ ନୁହଁନ୍ତି ?
23588  MAT 12:30  ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋ'ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।
23635  MAT 13:27  ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ'ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ ? ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା ?
23636  MAT 13:28  ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା'ଆପଣଙ୍କର ଇଚ୍ଛା ?
23659  MAT 13:51  ତୁମ୍ଭେମାନେ'ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ ।
23663  MAT 13:55  ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ'ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ'ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ?
23664  MAT 13:56  ଆଉ, ଏହାର ଭଉଣୀମାନେ'ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ତେବେ ସେ ଏହି ସବୁ କେଉଁଠୁ ପାଇଲା ?
23674  MAT 14:8  ଆଉ, ସେ ଆପଣା ମାଁ'ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ ।
23684  MAT 14:18  ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ ।
23707  MAT 15:5  କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,
23714  MAT 15:12  ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ'ଏହା ଜାଣନ୍ତି ?
23718  MAT 15:16  ଯୀଶୁ କହିଲେ, ତୁମ୍ଭେମାନେ'ଏପର୍ଯ୍ୟନ୍ତ ଅବୋଧ ?
23719  MAT 15:17  ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ, ଏହା'ବୁଝୁ ନାହଁ ?
23750  MAT 16:9  ତୁମ୍ଭେମାନେ'ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
23754  MAT 16:13  ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ'କହନ୍ତି ?
23756  MAT 16:15  ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ'କହୁଅଛ ?
23767  MAT 16:26  ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ'ଦେବ ?
23789  MAT 17:20  ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
23793  MAT 17:24  ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ'ମନ୍ଦିରର କର ଦିଅନ୍ତି ନାହିଁ ?
23794  MAT 17:25  ସେ କହିଲେ, ହଁ, ଦିଅନ୍ତି । ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ'? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ?
23808  MAT 18:12  ତୁମ୍ଭେମାନେ'ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ'ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
23825  MAT 18:29  ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି ।
23834  MAT 19:3  ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା'ନ୍ୟାୟସଙ୍ଗତ ?
23835  MAT 19:4  ସେ ଉତ୍ତର ଦେଲେ, ତୁମ୍ଭେମାନେ'ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,
23851  MAT 19:20  ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ'ଉଣା ଅଛି ?
23858  MAT 19:27  ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ'ପାଇବା ?
23882  MAT 20:21  ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ'ଇଚ୍ଛା କରୁଅଛ ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ ।
23883  MAT 20:22  କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ'ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
23893  MAT 20:32  ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ'କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ?
23911  MAT 21:16  ପୁଣି, ତାହାଙ୍କୁ ପଚାରିଲେ, ଏମାନେ'କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
23923  MAT 21:28  ମାତ୍ର ତୁମ୍ଭେମାନେ'ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର ।
23935  MAT 21:40  ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ'କରିବେ ?
23958  MAT 22:17  ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ'? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
23983  MAT 22:42  ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ'? ସେ କାହାର ସନ୍ତାନ ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର ।
24004  MAT 23:17  ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ'ଶ୍ରେଷ୍ଠ ?
24028  MAT 24:2  ତୁମ୍ଭେମାନେ'ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
24029  MAT 24:3  ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
24049  MAT 24:23  ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
24052  MAT 24:26  ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ ।
24083  MAT 25:6  କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା ।
24087  MAT 25:10  କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ 'ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା ।
24103  MAT 25:26  କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା'ଜାଣିଥିଲୁ ?
24138  MAT 26:15  ମୋତେ'ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ ।
24145  MAT 26:22  ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ'ମୁଁ ?
24148  MAT 26:25  ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ'ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ ।
24162  MAT 26:39  ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।
24176  MAT 26:53  ଅଥବା ତୁମ୍ଭେ'ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ?
24178  MAT 26:55  ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ'ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
24181  MAT 26:58  କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ'ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ ।
24185  MAT 26:62  ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା'?
24188  MAT 26:65  ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ'ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
24189  MAT 26:66  ଆପଣମାନଙ୍କର ମତ'? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ ।
24193  MAT 26:70  କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ'କହୁଛ, ମୁଁ ଜାଣେ ନାହିଁ ।
24220  MAT 27:22  ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି'କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
24260  MAT 27:62  ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
24291  MRK 1:7  ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ ।
24311  MRK 1:27  ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ'? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
24338  MRK 2:9  'ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ?
24354  MRK 2:25  ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ'କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
24413  MRK 4:21  ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ'ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ ?
24432  MRK 4:40  ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ'! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?
24440  MRK 5:7  ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର'ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
24442  MRK 5:9  ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ'? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
24474  MRK 5:41  ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।
24500  MRK 6:24  ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ'ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ ।
24513  MRK 6:37  କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ'ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ?
24543  MRK 7:11  କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋ'ଠାରୁ, ଯାହା ଦ୍ବାରା ତୁମ୍ଭର ଉପକାର ହୋଇଥାନ୍ତା, ତାହା 'କର୍ବାନ୍', ଅର୍ଥାତ୍ ଈଶ୍ୱରଙ୍କୁ ମାନତ ହୋଇଅଛି,
24546  MRK 7:14  ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।
24551  MRK 7:19  କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା'ବୁଝୁ ନାହଁ ?
24566  MRK 7:34  ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, 'ଇପ୍‌ପଥଃ', ଅର୍ଥାତ୍ ଫିଟିଯା ।
24571  MRK 8:2  ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
24586  MRK 8:17  ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ'ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?
24587  MRK 8:18  ତୁମ୍ଭମାନଙ୍କ ହୃଦୟ'ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ?