Wildebeest analysis examples for:   ory-ory   ଁ    February 25, 2023 at 00:57    Script wb_pprint_html.py   by Ulf Hermjakob

3  GEN 1:3  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିରେ ଦୀପ୍ତି ହେଲା।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିରେ ସେହିରୂପ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିରେ ସେହିରୂପ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିରେ ସେପରି ହେଲା।
13  GEN 1:13  ତହିରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିରେ ସେପରି ହେଲା।
17  GEN 1:17  ତହୁ ପୃଥିବୀରେ ଦୀପ୍ତି ଦେବା ପାଇ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
23  GEN 1:23  ତହିରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିରେ ସେପରି ହେଲା।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହି ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇ ନିଯୁକ୍ତ କଲେ।
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହି, ଯେହେତୁ ଯେଉ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହି
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
54  GEN 2:23  ତହୁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
56  GEN 2:25  ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେ ଉଲଙ୍ଗ ଥିଲେ ହେ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହି ଛୁଇନାହି, ତାହା କଲେ ମରିବ।”
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହି;
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଘାଗରା ବନାଇଲେ।
64  GEN 3:8  ତହୁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଠାରେ ?”
66  GEN 3:10  ସେ ଉତ୍ତର କଲେ, “ମୁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିରେ ମୁ ଖାଇଲି।”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିରେ ମୁ ଖାଇଲି।”
70  GEN 3:14  ତହୁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
72  GEN 3:16  ତହୁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହି, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିରୁ ଭକ୍ଷ୍ୟ ପାଇବ।
74  GEN 3:18  ତହିରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
75  GEN 3:19  ତୁମ୍ଭେ ଯେଉ ମୃତ୍ତିକାରୁ ଗୃହୀତ ହେଲ, ତହିରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
79  GEN 3:23  ଏଥିପାଇ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉ ମୃତ୍ତିକାରୁ ନୀତ ହୋଇଥିଲେ, ତହିରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
86  GEN 4:6  ତହିରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିକି କ୍ରୋଧ କରୁଅଛ ? ଆଉ କାହିକି ଦୁଃଖିତ ହେଉଅଛ ?
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହି ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
88  GEN 4:8  ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଠାରେ ?” ସେ କହିଲେ, “ମୁ ଜାଣେ ନାହି, ମୁ କ’ଣ ମୋ’ ଭାଇର ରକ୍ଷକ ?”
91  GEN 4:11  ଏଥିନିମନ୍ତେ ଯେଉ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହି; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିରେ ତୁମ୍ଭ ସମ୍ମୁଖରୁ ମୁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
97  GEN 4:17  ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିନାମ ହନୋକ ଦେଲେ।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
106  GEN 4:26  ତହୁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
111  GEN 5:5  ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁ ସେ ମଲେ।
114  GEN 5:8  ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁ ସେ ମଲା।
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁ ସେ ମଲା।
120  GEN 5:14  ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁ ସେ ମଲା।
123  GEN 5:17  ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁ ସେ ମଲା।
126  GEN 5:20  ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁ ସେ ମଲା।
133  GEN 5:27  ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁ ସେ ମଲା।
137  GEN 5:31  ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁ ସେ ମଲେ।
140  GEN 6:2  ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
141  GEN 6:3  ତହିରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହି, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
142  GEN 6:4  ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହି ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
145  GEN 6:7  ତହିରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
151  GEN 6:13  ତହୁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହି ମଧ୍ୟରେ ନାନା କୋଠରି ବନାଇ ତହିଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
156  GEN 6:18  ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
160  GEN 6:22  ତହିରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
167  GEN 7:7  ତହୁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।