Wildebeest analysis examples for:   ory-ory   ଅ    February 25, 2023 at 00:57    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
15  GEN 1:15  ଆଉ ପୃଥିବୀରେ ଆଲୁ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
18  GEN 1:18  ଆଉ ଦୀପ୍ତିକୁ ନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ନୁସାରେ ପ୍ରାଣୀବର୍ଗ, (ର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ନୁରୂପ ସହକାରିଣୀ ନିର୍ମାଣ କରିବା।”
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ନୁରୂପ ସହକାରିଣୀ ଦେଖାଗଲା ନାହିଁ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ସ୍ଥିର ସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଛି।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଛନ୍ତି ?”
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ନନ୍ତଜୀବୀ ହୁଇ,
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଛି।”
82  GEN 4:2  ଏଥିଉତ୍ତାରେ ସେ ହେବଲ (ର୍ଥାତ୍‍ ସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
85  GEN 4:5  ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଗ୍ରାହ୍ୟ କଲେ। ଏହେତୁ କୟିନ ତି କ୍ରୋଧ କରି ଦୁଃଖିତ ହେଲେ।
86  GEN 4:6  ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁ? ଆଉ କାହିଁକି ଦୁଃଖିତ ହେଉ?
90  GEN 4:10  ସେ କହିଲେ, “ତୁମ୍ଭେକରି? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି।
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
93  GEN 4:13  କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ସହ୍ୟ।
99  GEN 4:19  ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ନ୍ୟର ନାମ ସିଲ୍ଲା ଥିଲା।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଛି;
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
111  GEN 5:5  ଆଦମଙ୍କର ବୟସ ସର୍ବସୁଦ୍ଧାଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
114  GEN 5:8  ଶେଥର ବୟସ ସର୍ବସୁଦ୍ଧାଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧାଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
120  GEN 5:14  ଆଉ କୟିନାନର ବୟସ ସର୍ବସୁଦ୍ଧାଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
126  GEN 5:20  ଯେରଦର ବୟସ ସର୍ବସୁଦ୍ଧାଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
130  GEN 5:24  ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
131  GEN 5:25  ମଥୂଶେଲହ ଶହେ ଶତାଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
133  GEN 5:27  ମଥୂଶେଲହର ବୟସ ସର୍ବସୁଦ୍ଧାଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
134  GEN 5:28  ଲେମକ ଶହେ ବୟାଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ନେକ କନ୍ୟା ଜାତ ହେଲେ;
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ତି ବଡ଼, ଆଉ ତାହାର ନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ବିରତ ମନ୍ଦ ମାତ୍ର।
144  GEN 6:6  ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ନୁତାପ କରି ମନରେ ଶୋକ କଲେ।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ନୁତାପ ହେଉଛି।”
146  GEN 6:8  ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ନୁଗ୍ରହ ପ୍ରାପ୍ତ ହେଲେ।
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
158  GEN 6:20  ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
161  GEN 7:1  ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଛୁ।
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଶୁଚି ପଶୁଜାତିର ଏକ ଏକ ଦମ୍ପତି;
163  GEN 7:3  ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନି
166  GEN 7:6  ନୋହଙ୍କରଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
171  GEN 7:11  ନୋହଙ୍କର ବୟସରଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।
175  GEN 7:15  ର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
178  GEN 7:18  ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
179  GEN 7:19  ପୃଥିବୀ ଉପରେ ଜଳ ତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଛି, ଏହା ନୋହ ଜାଣିଲେ।
197  GEN 8:13  (ନୋହଙ୍କ ବୟସର)ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
200  GEN 8:16  “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯା
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯା; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
203  GEN 8:19  ପୁଣି, ସ୍ୱ ସ୍ୱ ଜାତି ନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
205  GEN 8:21  ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।