Wildebeest analysis examples for:   ory-ory   ଆ    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
4  GEN 1:4  ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
8  GEN 1:8  ପରମେଶ୍ୱର ସେହି ଶୂନ୍ୟର ନାମ କାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ,କାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ କାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ବର୍ଷର କାରଣ ହେଉନ୍ତୁ।
15  GEN 1:15  ପୃଥିବୀରେ ଲୁଅ ଦେବା ପାଇଁ କାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ମଧ୍ୟ ତାରାଗଣ ନିର୍ମାଣ କଲେ।
18  GEN 1:18  ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର କାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ କାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ,ମ୍ଭେମାନେ ପଣା ପ୍ରତିମୂର୍ତ୍ତିରେ ଓ ପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ପରମେଶ୍ୱର ସେମାନଙ୍କୁ ଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ହୁରି କହିଲେ, “ଦେଖ, ମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ କାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
33  GEN 2:2  ପରମେଶ୍ୱର ସପ୍ତମ ଦିନରେ ପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ କାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର କାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
39  GEN 2:8  ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଣିଲେ। ତହିଁରେ ଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ସଦାପ୍ରଭୁ ପରମେଶ୍ୱର ଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଦମଙ୍କ ନିକଟକୁ ଣିଲେ।
54  GEN 2:23  ତହୁଁ ଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
55  GEN 2:24  ଏନିମନ୍ତେ ମନୁଷ୍ୟ ପଣା ପିତାମାତାଙ୍କୁ ଛାଡ଼ି ପଣା ଭାର୍ଯ୍ୟାଠାରେ ସକ୍ତ ହେବ, ସେମାନେ ଏକାଙ୍ଗ ହେବେ।
56  GEN 2:25  ଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା,ଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ,ମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିଁରେ ସଦାପ୍ରଭୁ ପରମେଶ୍ୱର ଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
71  GEN 3:15  ମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ,ମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ସେ ଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ମ୍ଭେ ତୁମ୍ଭକୁ ଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
76  GEN 3:20  ଏଥିଉତ୍ତାରେ ଦମ ପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
77  GEN 3:21  ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ମ୍ଭମାନଙ୍କ ପରି ଜଣେ ହୋଇଅଛି,” ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
80  GEN 3:24  ଏହିରୂପେ ସେ ଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
81  GEN 4:1  ଏଥିଉତ୍ତାରେ ଦମ ପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଣି ଉତ୍ସର୍ଗ କଲେ।
84  GEN 4:4  ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
86  GEN 4:6  ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? କାହିଁକି ଦୁଃଖିତ ହେଉଅଛ ?
88  GEN 4:8  ଏଥିଉତ୍ତାରେ କୟିନ ପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ପଣା ଭାଇ ହେବଲଙ୍କୁ କ୍ରମଣ କରି ବଧ କଲେ।
90  GEN 4:10  ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ମ୍ଭ ପ୍ରତି ଡାକ ପକାଉଅଛି।
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ପଣା ଶକ୍ତି ଦେଇ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
97  GEN 4:17  କୟିନ ପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
99  GEN 4:19  ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
100  GEN 4:20  ଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଦିପୁରୁଷ ଥିଲା।
101  GEN 4:21  ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଦିପୁରୁଷ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ପଣା ଭାର୍ଯ୍ୟାମାନଙ୍କୁ କହିଲେ,ଗୋ ଦା ଓ ସିଲ୍ଲା, ମୋ’ କଥା ଶୁଣ; ଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;