Wildebeest analysis examples for:   ory-ory   ଇ    February 25, 2023 at 00:57    Script wb_pprint_html.py   by Ulf Hermjakob

5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋ ପ୍ରଥମ ଦିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋ ଜଳକୁ ଦୁ ଭାଗରେ ଭିନ୍ନ କରୁ।”
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋ ଦ୍ୱିତୀୟ ଦିବସ ହେଲା।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋ ତୃତୀୟ ଦିବସ ହେଲା।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17  GEN 1:17  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଁ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋ ଚତୁର୍ଥ ଦିବସ ହେଲା।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
23  GEN 1:23  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋ ପଞ୍ଚମ ଦିବସ ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରା ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେ ପ୍ରାଣବାୟୁ ପ୍ରବେଶ କରାଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
43  GEN 2:12  ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମ
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାନିଯୁକ୍ତ କଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାବ, ସେହି ଦିନ ନିତାନ୍ତ ମରିବ।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରା ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଅଛି।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାପାରୁ;
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାନାହିଁ ଓ ଛୁଁବ ନାହିଁ, ତାହା କଲେ ମରିବ।”
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପା ଡିମ୍ବିରି ବୃକ୍ଷର ପତ୍ର ସିଁ ଘାଗରା ବନାଲେ।
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଲି।”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଲା, ତହିଁରେ ମୁଁ ଖାଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାବ।
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେ କହିଥିଲୁ, ତାହା ଖାନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାବ।
77  GEN 3:21  ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋ ଆମ୍ଭମାନଙ୍କ ପରି ଜଣେ ହୋଅଛି,” ଆଉ ଏବେ ସେ ଯେପରି ହାତ ବଢ଼ା ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖା ଅନନ୍ତଜୀବୀ ନ ହୁଅ,
79  GEN 3:23  ଏଥିପାସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଅଛି।”
88  GEN 4:8  ଏଥିଉତ୍ତାରେ କୟିନ ଆପଣା ଭା ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭା ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭା ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାରକ୍ଷକ ?”
90  GEN 4:10  ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କର, ଏଥିପାସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
97  GEN 4:17  ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
99  GEN 4:19  ଏହି ଲେମକ ଦୁଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
101  GEN 4:21  ତାହାର ଭାନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାବ।
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନା ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାବ।
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
164  GEN 7:4  ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରା ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
167  GEN 7:7  ତହୁଁ ଜଳପ୍ଳାବନରୁ ରକ୍ଷା ପାବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋ
169  GEN 7:9  ନୋହଙ୍କ ନିକଟକୁ ଯା ଜାହାଜରେ ପ୍ରବେଶ କଲେ।
175  GEN 7:15  ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋ ନୋହଙ୍କ ନିକଟକୁ ଯା ଜାହାଜରେ ପ୍ରବେଶ କଲେ।
178  GEN 7:18  ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
185  GEN 8:1  ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଲେ, ତହୁଁ ଜଳ ଥମିଲା;
187  GEN 8:3  ତହିଁରେ ପୃଥିବୀରୁ ଜଳ ବହିଯା ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟା ଗୋଟାଏ ଡାମରା କାଉକୁ ଉଡ଼ା ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଗୋଟିଏ କାପ୍ତା ଉଡ଼ା ଦେଲେ;
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପା ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ା ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।