Wildebeest analysis examples for:   ory-ory   ଏ    February 25, 2023 at 00:57    Script wb_pprint_html.py   by Ulf Hermjakob

3  GEN 1:3  ଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
6  GEN 1:6  ଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
9  GEN 1:9  ଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
11  GEN 1:11  ଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
14  GEN 1:14  ଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
16  GEN 1:16  ହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଜ୍ୟୋତି, ହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ହି ସମସ୍ତ ଉତ୍ତମ ଦେଖିଲେ।
24  GEN 1:24  ଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
32  GEN 2:1  ହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
37  GEN 2:6  ପୁଣି, ପୃଥିବୀରୁ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଦନ ନାମକ ସ୍ଥାନରେ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଦନରୁ ଗୋଟି ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
49  GEN 2:18  ଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ କାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
54  GEN 2:23  ତହୁଁ ଆଦମ କହିଲେ,ଥର ହେଲା; ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ହାର ନାମ ନାରୀ, ଯେହେତୁ ନରଠାରୁ ନୀତା ହୋଇଅଛି।”
55  GEN 2:24  ନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ କାଙ୍ଗ ହେବେ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
62  GEN 3:6  ଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ହା କି ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ,ହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
76  GEN 3:20  ଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
78  GEN 3:22  ଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଥିପାଇଁ ସଦାପ୍ରଭୁ ପରମେଶ୍ୱର ଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
81  GEN 4:1  ଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟି ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ନର ଲାଭ ହୋଇଅଛି।”
82  GEN 4:2  ଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
85  GEN 4:5  ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥା; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
88  GEN 4:8  ଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
91  GEN 4:11  ଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ବେ ତୁମ୍ଭେ ଶାପଗ୍ରସ୍ତ ହେଲ;
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ,ହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଚିହ୍ନ ନିରୂପଣ କଲେ।
96  GEN 4:16  ଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
97  GEN 4:17  ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
99  GEN 4:19  ହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, କର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଭଗ୍ନୀ ଥିଲା।
103  GEN 4:23  ଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
104  GEN 4:24  ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
105  GEN 4:25  ଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟି ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
106  GEN 4:26  ତହୁଁ ଶେଥର ମଧ୍ୟ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
109  GEN 5:3  ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
134  GEN 5:28  ଲେମକ ଶହେ ବୟାଅଶୀ ବର୍ଷ ବୟସରେ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
139  GEN 6:1  ହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ି ବର୍ଷ ହେବ।”
143  GEN 6:5  ଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
144  GEN 6:6  ନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
147  GEN 6:9  ନୋହଙ୍କର ବଂଶାବଳୀ ହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
148  GEN 6:10  ନୋହ, ଶେମ ଓ ହାମ ଓ ଯେଫତ୍‍, ହି ତିନି ପୁତ୍ରଙ୍କୁ ଜାତ କଲେ।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟି ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
153  GEN 6:15  ତାହା ହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
154  GEN 6:16  ଉପରରୁ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
157  GEN 6:19  ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
158  GEN 6:20  ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
161  GEN 7:1  ଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।