Wildebeest analysis examples for:   ory-ory   ଓ    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ସବୀଜ ଶାକ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13  GEN 1:13  ତହିଁରେ ସନ୍ଧ୍ୟା ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଋତୁ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17  GEN 1:17  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଦିବା ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
19  GEN 1:19  ତହିଁରେ ସନ୍ଧ୍ୟା ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
23  GEN 1:23  ତହିଁରେ ସନ୍ଧ୍ୟା ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଉରୋଗାମୀ ଜନ୍ତୁ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଖେଚର ପକ୍ଷୀଗଣ ପଶୁଗଣ ସମସ୍ତ ପୃଥିବୀ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଖେଚର ପକ୍ଷୀଗଣ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଖେଚର ପକ୍ଷୀ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
43  GEN 2:12  ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଗୋମେଦକ ମଣି ଜନ୍ମଇ।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
56  GEN 2:25  ଆଦମ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଛୁଇଁବ ନାହିଁ, ତାହା କଲେ ମରିବ।”
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ନୟନର ଲୋଭଜନକ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଯାବଜ୍ଜୀବନ ଧୂଳି ଖାଇବ।
71  GEN 3:15  ଆଉ ଆମ୍ଭେ ତୁମ୍ଭର ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
74  GEN 3:18  ତହିଁରେ କଣ୍ଟା ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଧୂଳିରେ ପୁନର୍ବାର ମିଶିଯିବ।”
77  GEN 3:21  ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ କୟିନ କୃଷକ ହେଲେ।
84  GEN 4:4  ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
85  GEN 4:5  ମାତ୍ର କୟିନଙ୍କୁ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
98  GEN 4:18  ସେହି ହନୋକର ପୁତ୍ର ଈରଦ ଈରଦର ପୁତ୍ର ମହୁୟାୟେଲ ମହୁୟାୟେଲର ପୁତ୍ର ମଥୁଶାୟେଲ ମଥୁଶାୟେଲର ପୁତ୍ର ଲେମକ।
99  GEN 4:19  ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଅନ୍ୟର ନାମ ସିଲ୍ଲା ଥିଲା।
101  GEN 4:21  ତାହାର ଭାଇର ନାମ ଯୁବଳ, ସେ ବୀଣା ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
108  GEN 5:2  ପୁରୁଷ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
109  GEN 5:3  ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ହାମ ଯେଫତ୍‍କୁ ଜାତ କଲେ।
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଉରୋଗାମୀ ଜନ୍ତୁ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
147  GEN 6:9  ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
148  GEN 6:10  ନୋହ, ଶେମ ହାମ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
149  GEN 6:11  ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ବାହାର ଝୁଣା ଦ୍ୱାରା ଲେପନ କର।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ତୃତୀୟ ତଳ ବନାଇବ।
156  GEN 6:18  ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଭାର୍ଯ୍ୟା ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
158  GEN 6:20  ସର୍ବପ୍ରକାର ପକ୍ଷୀ ସର୍ବପ୍ରକାର ପଶୁ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
159  GEN 6:21  ଆଉ ତୁମ୍ଭେ ଆପଣାର ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
167  GEN 7:7  ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଅଶୁଚି ପଶୁପକ୍ଷୀବର୍ଗ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
173  GEN 7:13  ସେହି ଦିନରେ ନୋହ, ପୁଣି, ଶେମ ହାମ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
174  GEN 7:14  ପୁଣି, ସବୁ ଜାତୀୟ ଗ୍ରାମ୍ୟ ବନ୍ୟପଶୁ ସବୁ ଜାତୀୟ ଉରୋଗାମୀ ସବୁ ଜାତୀୟ ଭୂଚର ଖେଚର ପକ୍ଷୀ;
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ବନ୍ୟପଶୁ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ପ୍ରତ୍ୟେକ ମନୁଷ୍ୟ,
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
185  GEN 8:1  ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
186  GEN 8:2  ମହାସମୁଦ୍ରର ଜଳାକାର ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
200  GEN 8:16  “ତୁମ୍ଭେ ଆପଣା ଭାର୍ଯ୍ୟା ପୁତ୍ରଗଣ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ବହୁବଂଶ ହେଉନ୍ତୁ।”
202  GEN 8:18  ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
203  GEN 8:19  ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
204  GEN 8:20  ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
206  GEN 8:22  ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଶୀତ କାଳ, ଆଉ ଦିବସ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
207  GEN 9:1  ଏଥିଉତ୍ତାରେ ପରମେଶ୍ୱର ନୋହ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଖେଚର ପକ୍ଷୀ ଭୂଚର ଉରୋଗାମୀ ଜନ୍ତୁ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
213  GEN 9:7  ତୁମ୍ଭେମାନେ ପ୍ରଜାବନ୍ତ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
214  GEN 9:8  ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
215  GEN 9:9  “ଦେଖ, ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
216  GEN 9:10  ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ବନ୍ୟପଶୁ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
218  GEN 9:12  ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
221  GEN 9:15  ତହିଁରେ ତୁମ୍ଭମାନଙ୍କ ସହିତ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
224  GEN 9:18  ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ହାମ ଯେଫତ୍‍; ହାମ କିଣାନର ପିତା।
229  GEN 9:23  ସେତେବେଳେ ଶେମ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
237  GEN 10:2  ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ।
238  GEN 10:3  ଅସ୍କିନସ୍‍ ରୀଫତ୍‍ ତୋଗର୍ମା, ଏମାନେ ଗୋମରର ସନ୍ତାନ।
239  GEN 10:4  ପୁଣି, ଇଲୀଶା ତର୍ଶୀଶ କିତ୍ତୀମ ଦୋଦାନୀମ, ଏମାନେ ଯବନର ସନ୍ତାନ।
240  GEN 10:5  ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।