Wildebeest analysis examples for:   ory-ory   ଔ    February 25, 2023 at 00:57    Script wb_pprint_html.py   by Ulf Hermjakob

365  GEN 15:4  ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
616  GEN 24:24  ତହିଁରେ ସେ ଉତ୍ତର କଲା, “ନାହୋରର ରସରେ ମିଲ୍‍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”
639  GEN 24:47  ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ରସରେ ମିଲ୍‍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।
1045  GEN 36:4  ଏଥିଉତ୍ତାରେ ଏଷୌର ରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।
1676  EXO 6:20  ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
1679  EXO 6:23  ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
1681  EXO 6:25  ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
3457  LEV 24:10  ଏଥିଉତ୍ତାରେ ମିସ୍ରୀୟ ପୁରୁଷର ରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
4550  NUM 26:59  ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ରସଜାତା କନ୍ୟା ଥିଲା। ସେ ଅମ୍ରମର ରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
5464  DEU 21:15  ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
5631  DEU 28:18  ତୁମ୍ଭ ରଷର ସନ୍ତାନ, ଭୂମିରଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;
6751  JDG 8:30  ସେହି ଗିଦିୟୋନ୍‍ର ରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
8149  2SA 5:14  ଯିରୂଶାଲମରେ ତାଙ୍କର ରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା :- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ
8195  2SA 7:12  ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
8440  2SA 16:11  ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
9007  1KI 8:19  ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”
9131  1KI 11:20  ଏଉତ୍ତାରେ ତହପନେଷ୍‍ର ଭଗିନୀ ତାହାର ରସରେ ଗନୁବତ୍‍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍‍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍‍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
10120  2KI 20:18  ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।’”
10314  1CH 2:4  ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
10319  1CH 2:9  ଆଉ ହିଷ୍ରୋଣର ରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,
10328  1CH 2:18  ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ରସରେ ଓ ଯିରୀୟୋତର ରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
10331  1CH 2:21  ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ରସରେ ସଗୂବକୁ ପ୍ରସବ କଲା।
10334  1CH 2:24  ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।
10339  1CH 2:29  ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
10345  1CH 2:35  ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ରସରେ ଅତ୍ତୟକୁ ଜାତ କଲା।
10395  1CH 4:6  ନାରା ତାହାର ରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
11296  2CH 6:9  ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।
11438  2CH 11:19  ସେ ତାଙ୍କ ରସରେ ଯିୟୂଶ୍‍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
11439  2CH 11:20  ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।
11631  2CH 21:2  ଯିହୋଶାଫଟ୍‍ଙ୍କ ରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
11901  2CH 32:21  ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।
16965  PRO 17:22  ଆନନ୍ଦିତ ହୃଦୟ ଉତ୍ତମ ଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
18489  ISA 39:7  ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
18703  ISA 48:19  ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।
19244  JER 8:22  ଗିଲୀୟଦରେ କ’ଣ ଷଧ ନାହିଁ ? ସେଠାରେ କ’ଣ ବୈଦ୍ୟ ନାହାନ୍ତି ? ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?
19749  JER 30:13  ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଷଧ ନାହିଁ।’
20125  JER 46:11  ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
20289  JER 51:8  ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
21294  EZK 30:21  “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।”
27048  ACT 2:30  ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ ।
30136  HEB 7:5  ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;