Wildebeest analysis examples for:   ory-ory   ଞ    February 25, 2023 at 00:57    Script wb_pprint_html.py   by Ulf Hermjakob

23  GEN 1:23  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ୍ଚମ ଦିବସ ହେଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସି୍ଚିଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
61  GEN 3:5  ବର୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ାନ ଦେବା ନିମିତ୍ତ ବା୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
110  GEN 5:4  ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
112  GEN 5:6  ଶେଥ ଶହେ ପା୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
113  GEN 5:7  ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
116  GEN 5:10  ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପା୍ଚ ବର୍ଷ ଥିଲା; ତହୁଁ ସେ ମଲା।
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
121  GEN 5:15  ମହଲଲେଲ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
122  GEN 5:16  ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
123  GEN 5:17  ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
125  GEN 5:19  ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
127  GEN 5:21  ହନୋକ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
129  GEN 5:23  ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ୍ଚଷଠି ବର୍ଷ ଥିଲା;
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
136  GEN 5:30  ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପା୍ଚଶହ ୍ଚାନବେ ବର୍ଷ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
138  GEN 5:32  ଆଉ ନୋହଙ୍କୁ ପା୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
159  GEN 6:21  ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ୍ଚୟ କରିବ।”
160  GEN 6:22  ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ାନୁସାରେ ସେ ସମସ୍ତ କର୍ମ କଲେ।
165  GEN 7:5  ନୋହ ସଦାପ୍ରଭୁଙ୍କ ଆଜ୍ାନୁସାରେ ସବୁ କର୍ମ କଲେ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
176  GEN 7:16  ପରମେଶ୍ୱରଙ୍କ ଆଜ୍ାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ।
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ୍ଚିଲେ।
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
204  GEN 8:20  ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
220  GEN 9:14  ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
230  GEN 9:24  ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ାତ ହେଲେ।
234  GEN 9:28  ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ୍ଚିଲେ।
278  GEN 11:11  ଅର୍ଫକ୍‍ଷଦ ଜନ୍ମିଲା ଉତ୍ତାରେ ଶେମ ପା୍ଚଶହ ବର୍ଷ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
279  GEN 11:12  ପୁଣି, ଅର୍ଫକ୍‍ଷଦ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
282  GEN 11:15  ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
284  GEN 11:17  ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
286  GEN 11:19  ରୀୟୂର ଜନ୍ମ ଉତ୍ତାରେ ପେଲଗ୍ ଦୁଇଶହ ନଅ ବର୍ଷ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
288  GEN 11:21  ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
290  GEN 11:23  ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
292  GEN 11:25  ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
299  GEN 11:32  ପୁଣି, ତେରହ ହାରଣ ନଗରରେ ଥାଇ ଦୁଇଶହ ପା୍ଚ ବର୍ଷ ବୟସରେ ମଲା।
300  GEN 12:1  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
303  GEN 12:4  ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ୍ଚୋସ୍ତରି ବର୍ଷ ହୋଇଥିଲା।
304  GEN 12:5  ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
305  GEN 12:6  ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
306  GEN 12:7  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ବେଦି ନିର୍ମାଣ କଲେ।
307  GEN 12:8  ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
319  GEN 12:20  ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।
320  GEN 13:1  ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣା୍ଚଳକୁ ଯାତ୍ରା କଲେ।
323  GEN 13:4  ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
337  GEN 13:18  ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ବେଦି ନିର୍ମାଣ କଲେ।
345  GEN 14:8  ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପା୍ଚ ରାଜା ମିଳିତ ହୋଇ,
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
353  GEN 14:16  ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
386  GEN 16:4  ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ାନ କରିବାକୁ ଲାଗିଲା।
387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
395  GEN 16:13  ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି୍ଚିଛି !”
416  GEN 17:18  ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ୍ଚି ଥାଉ।”
421  GEN 17:23  ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
444  GEN 18:19  ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
453  GEN 18:28  ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପା୍ଚ ଜଣ ଊଣା ଥିବେ; ସେହି ପା୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
467  GEN 19:9  ସେତେବେଳେ ସେମାନେ କହିଲେ, “ଘୁ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।
473  GEN 19:15  ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
478  GEN 19:20  ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍କରନ୍ତୁ, ତହିଁରେ ମୋହର ପ୍ରାଣ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?”
486  GEN 19:28  ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
503  GEN 20:7  ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
518  GEN 21:4  ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
554  GEN 22:6  ତହୁଁ ଅବ୍ରହାମ ଯଜ୍କାଷ୍ଠ ଘେନି ଆପଣା ପୁତ୍ର ଇସ୍‍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
557  GEN 22:9  ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
596  GEN 24:4  ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍‍ହାକ ନିମନ୍ତେ କନ୍ୟା ଆଣିବ।”
619  GEN 24:27  “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
666  GEN 25:7  ଅବ୍ରହାମଙ୍କର ଆୟୁର ପରିମାଣ ଶହେ୍ଚସ୍ତୋରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
693  GEN 25:34  ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ାନ କଲା।
698  GEN 26:5  ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
704  GEN 26:11  ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଦେଲେ, “ଯେ କେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
718  GEN 26:25  ଏଥିଉତ୍ତାରେ ଇସ୍‍ହାକ ସେହି ସ୍ଥାନରେ ଯଜ୍ବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।
722  GEN 26:29  ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବର୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
736  GEN 27:8  ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଦେଉଅଛି, ମୋହର ସେହି କଥା ଶୁଣ।
740  GEN 27:12  ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
747  GEN 27:19  ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
757  GEN 27:29  ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
763  GEN 27:35  ତହିଁରେ ଇସ୍‍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
764  GEN 27:36  ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?”
765  GEN 27:37  ତହୁଁ ଇସ୍‍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?”
775  GEN 28:1  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
780  GEN 28:6  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
781  GEN 28:7  ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,
799  GEN 29:3  ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
804  GEN 29:8  ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”