Wildebeest analysis examples for:   ory-ory   ଥ    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃିବୀକୁ ସୃଷ୍ଟି କଲେ।
2  GEN 1:2  ପୃିବୀ ନିର୍ଜ୍ଜନ ଓ ଶୂନ୍ୟ ିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ିଲେ।
3  GEN 1:3  ିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଦିବସ ହେଲା।
6  GEN 1:6  ିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ ଜଳରୁ ଶୂନ୍ୟର ଅଧଃସ୍ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
9  GEN 1:9  ିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ ସମଗ୍ର ଜଳ ଏକ ସ୍ାନରେ ସଂଗୃହୀତ ହେଉ ଓ ସ୍ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଳର ନାମ ପୃିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ାତ୍‍, ପୃିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ାଉନ୍ତୁ,” ତହିଁରେ ସେପରି ହେଲା।
17  GEN 1:17  ତହୁଁ ପୃିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ ଦିବସ ହେଲା।
20  GEN 1:20  ିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃିବୀର ଉପରିସ୍ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
24  GEN 1:24  ିଉତ୍ତାରେ ପରମେଶ୍ୱର କହିଲେ, “ପୃିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
26  GEN 1:26  ିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃିବୀସ୍ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃିବୀର, ପୁଣି, ସେହି ଦୁଇସ୍ିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ିଲା ଓ ଭୂମିରେ କୌଣସି ଶାକ ନ ିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃିବୀରେ ବୃଷ୍ଟି କରାଇ ନ ିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ିଲା।
37  GEN 2:6  ପୁଣି, ପୃିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ ଏଦନ ନାମକ ସ୍ାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
42  GEN 2:11  ପ୍ରନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ ନଦୀର ନାମ ଫରାତ୍‍।
49  GEN 2:18  ିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
52  GEN 2:21  ିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ାନ ପୂର୍ଣ୍ଣ କଲେ।
54  GEN 2:23  ତହୁଁ ଆଦମ କହିଲେ, “ଏହେଲା; ଏ ମୋହର ଅସ୍ିର ଅସ୍ି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
56  GEN 2:25  ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିିଲୁ, ତାହା କି ତୁମ୍ଭେ ଖାଇଅଛ ?”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାରଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
76  GEN 3:20  ିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
78  GEN 3:22  ିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ାପନ କଲେ।
81  GEN 4:1  ିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
82  GEN 4:2  ିଉତ୍ତାରେ ସେ ହେବଲ (ଅର୍ାତ୍‍ ଅସ୍ାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ।ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
84  GEN 4:4  ଆଉ ହେବଲ ମଧ୍ୟ ନିଜ ପଲର ପ୍ରମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
88  GEN 4:8  ିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
91  GEN 4:11  ିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ,ିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
96  GEN 4:16  ିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ାନ କରି ଏଦନର ପୂର୍ବଦିଗସ୍ ନୋଦ ନାମକ ସ୍ାନରେ ବାସ କଲେ।