Wildebeest analysis examples for:   ory-ory   ଫ    February 25, 2023 at 00:57    Script wb_pprint_html.py   by Ulf Hermjakob

11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଳୋତ୍ପାଦକ ଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ରାତ୍‍।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଖାଇପାରୁ;
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଦେଲେ, ତହିଁରେ ମୁଁ ଖାଇଲି।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଆଣି ଉତ୍ସର୍ଗ କଲେ।
104  GEN 4:24  ଯଦି କୟିନର ବଧର ପ୍ରତିସାତଗୁଣ ହୁଏ, ତେବେ ଲେମକର ପ୍ରତିସତସ୍ତରି ଗୁଣ ନିଶ୍ଚୟ ହେବ।”
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେତ୍‍କୁ ଜାତ କଲେ।
148  GEN 6:10  ନୋହ, ଶେମ ଓ ହାମ ଓ ଯେତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
173  GEN 7:13  ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ େରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
224  GEN 9:18  ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେତ୍‍; ହାମ କିଣାନର ପିତା।
229  GEN 9:23  ସେତେବେଳେ ଶେମ ଓ ଯେତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
233  GEN 9:27  ପରମେଶ୍ୱର ଯେତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
236  GEN 10:1  ଶେମ, ହାମ, ଯେତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
237  GEN 10:2  ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେତ୍‍ର ସନ୍ତାନ।
238  GEN 10:3  ଅସ୍କିନସ୍‍ ଓ ରୀତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
256  GEN 10:21  ଯେତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
257  GEN 10:22  ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍କ୍‍ଷଦ ଓ ଲୁଦ୍‍ ଓ ଅରାମ।
259  GEN 10:24  ପୁଣି, ଅର୍କ୍‍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
261  GEN 10:26  ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ
264  GEN 10:29  ୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ।
265  GEN 10:30  ମେଷା ଅବଧି ପୂର୍ବ ଦିଗରାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
277  GEN 11:10  ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍କ୍‍ଷଦକୁ ଜାତ କଲା।
278  GEN 11:11  ଅର୍କ୍‍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
279  GEN 11:12  ପୁଣି, ଅର୍କ୍‍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
280  GEN 11:13  ଶେଲହର ଜନ୍ମ ଉତ୍ତାରେ ଅର୍କ୍‍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
314  GEN 12:15  ପୁଣି, ାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ାରୋଙ୍କର ଗୃହକୁ ଅଣାଗଲେ।
315  GEN 12:16  ାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
316  GEN 12:17  ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
317  GEN 12:18  ଏହେତୁ ାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ?
319  GEN 12:20  ତହୁଁ ାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।
338  GEN 14:1  ଏଥିଉତ୍ତାରେ ଶିନୀୟରର ଅମ୍ରାଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
342  GEN 14:5  ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରୋୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
346  GEN 14:9  ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
379  GEN 15:18  ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
381  GEN 15:20  ହିତ୍ତୀୟ, ପରିଷୀୟ,ାୟୀୟ,
387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
391  GEN 16:9  ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ େରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
435  GEN 18:10  ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ େରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।”
439  GEN 18:14  ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ େରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
458  GEN 18:33  ସେତେବେଳେ ସଦାପ୍ରଭୁ ଅବ୍ରହାମ‌ଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ େରିଗଲେ।
503  GEN 20:7  ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ େରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ େରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
510  GEN 20:14  ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ େରାଇ ଦେଲେ।
536  GEN 21:22  ଏହି ସମୟରେ ଅବିମେଲକ ଓ ୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
546  GEN 21:32  ଏହିରୂପେ ସେମାନେ ବେର୍‍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ େରିଗଲେ।
553  GEN 22:5  ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ େରି ଆସିବା।”
567  GEN 22:19  ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ େରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।
570  GEN 22:22  ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲ୍‍ ଓ ବଥୂୟେଲ।”
580  GEN 23:8  ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର୍ରୋଣ ନିକଟରେ ନିବେଦନ କରନ୍ତୁ।
582  GEN 23:10  ସେତେବେଳେ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
585  GEN 23:13  ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
586  GEN 23:14  ତହିଁରେ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
588  GEN 23:16  ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି୍ରୋଣକୁ ଦେଲେ।
589  GEN 23:17  ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
604  GEN 24:12  ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
613  GEN 24:21  ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରାକରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
624  GEN 24:32  ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
632  GEN 24:40  ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରାକରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
634  GEN 24:42  ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରାକର,
641  GEN 24:49  ଏହେତୁ ତୁମ୍ଭେମାନେ ଯଦି ମୋ’ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ େରିଯିବି।”
648  GEN 24:56  ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରାକଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”
654  GEN 24:62  ସେହି ସମୟରେ ଇସ୍‍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ େରି ଆସିଥିଲା।
663  GEN 25:4  ମିଦୀୟନର ସନ୍ତାନଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
668  GEN 25:9  ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
674  GEN 25:15  ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାୀଶ୍‍ ଓ କେଦମା।
696  GEN 26:3  ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମକରିବା।
719  GEN 26:26  ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‍ହାକଙ୍କ ନିକଟକୁ ଗଲେ।
756  GEN 27:28  ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
777  GEN 28:3  ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
778  GEN 28:4  ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେକରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
789  GEN 28:15  ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହାନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
833  GEN 30:2  ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଦେଇ ନାହାନ୍ତି।”
845  GEN 30:14  ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାକିଛି ମୋତେ ଦିଅ।”
846  GEN 30:15  ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
847  GEN 30:16  ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
855  GEN 30:24  ଏଣୁ ସେ ତାହାର ନାମ ଯୋଷେ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
856  GEN 30:25  ଆଉ ରାହେଲଠାରୁ ଯୋଷେ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱସ୍ଥାନକୁ ଓ ନିଜ ଦେଶକୁ ଯିବି।
869  GEN 30:38  ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଳବତୀ ହେଲେ।
877  GEN 31:3  ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ େରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
887  GEN 31:13  ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ େରି ଯାଅ !”
895  GEN 31:21  ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
929  GEN 32:1  ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱସ୍ଥାନକୁ େରିଗଲା।