Wildebeest analysis examples for:   ory-ory   ଯ    February 25, 2023 at 00:57    Script wb_pprint_html.py   by Ulf Hermjakob

4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
33  GEN 2:2  ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍୍ୟରୁ ବିଶ୍ରାମ କଲେ।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। େହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍୍ୟରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। େଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; େହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିୁକ୍ତ କଲେ।
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, େହେତୁ େଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ାହାକୁ େଉଁ ନାମ ଦେଲେ, ତାହାର ସେହି ନାମ ହେଲା।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ େଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, େହେତୁ ଏ ନରଠାରୁ ନୀତା ହୋଇଅଛି।”
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
56  GEN 2:25  ଆଦମ ଓ ତାଙ୍କର ଭାର୍୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ େଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ େଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ େଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ାବଜ୍ଜୀବନ ଧୂଳି ଖାଇବ।
73  GEN 3:17  ଆଉ ସେ ଆଦମଙ୍କୁ କହିଲେ,େଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ େଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍୍ୟନ୍ତ ମୁଖର ଝାଳରେ ଆହାର କରିବ; େହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିିବ।”
76  GEN 3:20  ଏଥିଉତ୍ତାରେ ଆଦମ ଆପଣା ଭାର୍୍ୟାର ନାମ ହବା ଦେଲେ, େହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
77  GEN 3:21  ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ େପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ େଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିୁକ୍ତ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହା୍ୟରେ ମୋହର ଏକ ନର ଲାଭ ହୋଇଅଛି।”
91  GEN 4:11  ଏଥିନିମନ୍ତେ େଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ େ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି େପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
97  GEN 4:17  ଆଉ କୟିନ ଆପଣା ଭାର୍୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
101  GEN 4:21  ତାହାର ଭାଇର ନାମ ୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ୁବାକୁ ବଧ କରିଅଛି;
104  GEN 4:24  ଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; େହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। େଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
121  GEN 5:15  ମହଲଲେଲ ପଞ୍ଚଷଠି ବର୍ଷ ବୟସରେ େରଦକୁ ଜାତ କଲା;
122  GEN 5:16  େରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
124  GEN 5:18  େରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
126  GEN 5:20  େରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
128  GEN 5:22  ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
130  GEN 5:24  ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; େହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
135  GEN 5:29  େହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ େଫତ୍‍କୁ ଜାତ କଲେ।
139  GEN 6:1  ଏହିରୂପେ େତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
140  GEN 6:2  ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ େଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, େହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ େ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
148  GEN 6:10  ନୋହ, ଶେମ ଓ ହାମ ଓ େଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ େ, ତାହା ଭ୍ରଷ୍ଟ ହୋଇଅଛି; େହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; େହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ େତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
156  GEN 6:18  ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
164  GEN 7:4  େହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
167  GEN 7:7  ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ୋଡ଼ା ୋଡ଼ା ହୋଇ
169  GEN 7:9  ନୋହଙ୍କ ନିକଟକୁ ାଇ ଜାହାଜରେ ପ୍ରବେଶ କଲେ।
173  GEN 7:13  ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ େଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
175  GEN 7:15  ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ୋଡ଼ା ୋଡ଼ା ହୋଇ ନୋହଙ୍କ ନିକଟକୁ ାଇ ଜାହାଜରେ ପ୍ରବେଶ କଲେ।
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
180  GEN 7:20  ତହିଁ ଉପରେ ପନ୍ଦର କିଉବିଟ୍ସ ପର୍୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
182  GEN 7:22  ଆଉ ଶୁଷ୍କଭୂମିସ୍ଥ େତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
184  GEN 7:24  ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍୍ୟନ୍ତ ଜଳରେ ବୁଡ଼ି ରହିଲା।
187  GEN 8:3  ତହିଁରେ ପୃଥିବୀରୁ ଜଳ ବହିାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
189  GEN 8:5  ଏହିରୂପେ ଦଶମ ମାସ ପର୍୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
191  GEN 8:7  ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍୍ୟନ୍ତ ସେ ଏଣେତେଣେ ଗତାୟାତ କଲା।
200  GEN 8:16  “ତୁମ୍ଭେ ଆପଣା ଭାର୍୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ାଅ।
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
202  GEN 8:18  ତହୁଁ ନୋହ ଆପଣା ଭାର୍୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
204  GEN 8:20  ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
205  GEN 8:21  ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ େପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
206  GEN 8:22  ପୁଣି, େପର୍୍ୟନ୍ତ ପୃଥିବୀ ଥିବ, ସେପର୍୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
212  GEN 9:6  େକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାିବ; େହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
218  GEN 9:12  ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍୍ୟନ୍ତ େଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
220  GEN 9:14  େତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାିବ;