Wildebeest analysis examples for:   ory-ory   ଳ    February 25, 2023 at 00:57    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଉପରେ ବ୍ୟାପ୍ତ ଥିଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକା ହୋଇ ପ୍ରଥମ ଦିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜ ମଧ୍ୟରେ ଶୂନ୍ୟ ଜାତ ହୋଇକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥରୁ ଶୂନ୍ୟର ଅଧଃସ୍ଥକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକା ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଅଧଃସ୍ଥ ସମଗ୍ର ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥନାମ ପୃଥିବୀ ଓରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବିତ ସ୍ୱ ସ୍ୱ ଜାତି ଅନୁଯାୟୀୋତ୍ପାଦକ ବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକା ହୋଇ ତୃତୀୟ ଦିବସ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକା ହୋଇ ଚତୁର୍ଥ ଦିବସ ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜ ବହୁ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗି ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁ ରୂପେଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
23  GEN 1:23  ତହିଁରେ ସନ୍ଧ୍ୟା ଓ ପ୍ରାତଃକା ହୋଇ ପଞ୍ଚମ ଦିବସ ହେଲା।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକା ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
35  GEN 2:4  ସୃଷ୍ଟିକାରେ ଆକାଶମଣ୍ଡ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡ ଓ ପୃଥିବୀ ନିର୍ମାଣ କଲେ,
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ସିଞ୍ଚିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
41  GEN 2:10  ଉଦ୍ୟାନରେସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଖାଇପାରୁ;
59  GEN 3:3  କେବ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ତୋି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଦେଲେ, ତହିଁରେ ମୁଁ ଖାଇଲି।”
69  GEN 3:13  ସେତେବେସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂି ଖାଇବ।
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍େଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାରେ ଆହାର କରିବ; ଯେହେତୁ ତୁମ୍ଭେ ଧୂି ଧୂିରେ ପୁନର୍ବାର ମିଶିଯିବ।”
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ମଧ୍ୟ ତୋି ଖାଇ ଅନନ୍ତଜୀବୀ ନ ହୁଅଇ,
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଓ କୟିନ କୃଷକ ହେଲେ।
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଆଣି ଉତ୍ସର୍ଗ କଲେ।
88  GEN 4:8  ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେକୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରୋତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରୋତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
100  GEN 4:20  ଆଦାର ଗର୍ଭରେ ଜାବ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାକମାନଙ୍କର ଆଦିପୁରୁଷ ଥିଲା।
101  GEN 4:21  ତାହାର ଭାଇର ନାମ ଯୁବ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
104  GEN 4:24  ଯଦି କୟିନର ବଧର ପ୍ରତିଫ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫ ସତସ୍ତରି ଗୁଣ ନିଶ୍ଚୟ ହେବ।”
107  GEN 5:1  ଆଦମଙ୍କର ବଂଶାବୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍େଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
139  GEN 6:1  ଏହିରୂପେ ଯେତେବେପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
140  GEN 6:2  ସେତେବେପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
142  GEN 6:4  ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାପ୍ରସିଦ୍ଧ ବୀର ଥିଲେ।
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ୍ପନା ଅବିରତ ମନ୍ଦ ମାତ୍ର।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
147  GEN 6:9  ନୋହଙ୍କର ବଂଶାବଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକା ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ବନାଇବ।
155  GEN 6:17  ପୁଣି, ଆକାଶପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେପ୍ାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
161  GEN 7:1  ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
164  GEN 7:4  ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
166  GEN 7:6  ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେପ୍ାବନ ହେଲା।
167  GEN 7:7  ତହୁଁପ୍ାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
170  GEN 7:10  ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେପ୍ାବନର ଆରମ୍ଭ ହେଲା।
171  GEN 7:11  ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।
172  GEN 7:12  ତହିଁରେ ଚାିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
177  GEN 7:17  ଏଥିଉତ୍ତାରେ ଚାିଶ ଦିନ ପର୍ଯ୍ୟନ୍ତ ପୃଥିବୀରେପ୍ାବନ ହେଲା; ପୁଣି, ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
178  GEN 7:18  ଆଉ ପୃଥିବୀରେ କ୍ରମଶଃ ପ୍ରବ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଉପରେ ଭାସିଲା।
179  GEN 7:19  ପୃଥିବୀ ଉପରେ ଅତିଶୟ ବଢ଼ି ଆକାଶସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
180  GEN 7:20  ତହିଁ ଉପରେ ପନ୍ଦର କିଉବିଟ୍ସ ପର୍ଯ୍ୟନ୍ତ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,