Wildebeest analysis examples for:   ory-ory   ଵ    February 25, 2023 at 00:57    Script wb_pprint_html.py   by Ulf Hermjakob

16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ କର।”
67  GEN 3:11  ପରମେଶ୍କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
1053  GEN 36:12  ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
1134  GEN 38:14  ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
1989  EXO 17:5  ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।
2762  LEV 1:16  ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
3056  LEV 13:3  ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍େତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
3057  LEV 13:4  ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍େତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍େତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
3063  LEV 13:10  ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍େତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍େତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
3066  LEV 13:13  ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍େତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
3069  LEV 13:16  ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍େତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
3070  LEV 13:17  ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍େତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
3072  LEV 13:19  ଯଦି ସେହି ବଥ ସ୍ଥାନରେ ଶ୍େତବର୍ଣ୍ଣ ଫୁଲା ଅବା ରକ୍ତ ଶ୍େତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
3073  LEV 13:20  ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍େତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।
3074  LEV 13:21  ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍େତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
3077  LEV 13:24  କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍େତବର୍ଣ୍ଣ ଅବା ଶ୍େତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
3078  LEV 13:25  ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍େତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।
3079  LEV 13:26  ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍େତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
3091  LEV 13:38  ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍‍, ଶ୍େତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
3092  LEV 13:39  ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍େତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
3095  LEV 13:42  ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍େତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
3096  LEV 13:43  ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍େତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
3388  LEV 22:18  “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍େଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
3391  LEV 22:21  ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍େଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
3393  LEV 22:23  ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍େଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
3799  NUM 5:6  “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
4112  NUM 14:3  ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”
4356  NUM 21:15  ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
4977  DEU 2:37  କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।
5248  DEU 12:6  ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍େଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
5259  DEU 12:17  ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍େଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।
5354  DEU 16:10  ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍େଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;
5526  DEU 23:25  ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍େଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।
5980  JOS 7:2  ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।
6205  JOS 15:1  ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
8170  2SA 6:10  ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,
8729  1KI 1:9  ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
9253  1KI 15:1  ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ କରିବାକୁ ଲାଗିଲେ।
9254  1KI 15:2  ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
9261  1KI 15:9  ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ କରିବାକୁ ଆରମ୍ଭ କଲେ।
9262  1KI 15:10  ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
9277  1KI 15:25  ଯିହୁଦାର ଆସା ରାଜାଙ୍କର ରାଜତ୍ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
9280  1KI 15:28  ଯିହୁଦାର ଆସା ରାଜାଙ୍କ ରାଜତ୍ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
9285  1KI 15:33  ଯିହୁଦାର ଆସା ରାଜାଙ୍କର ରାଜତ୍ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ କଲେ।
9294  1KI 16:8  ଯିହୁଦାର ଆସା ରାଜାଙ୍କ ରାଜତ୍ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ-ବଂଶ ଉପରେ ରାଜତ୍ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
9296  1KI 16:10  ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା ରାଜା ଆସାଙ୍କ ରାଜତ୍ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
9301  1KI 16:15  ଯିହୁଦା-ରାଜା ଆସାଙ୍କ ରାଜତ୍ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।
9309  1KI 16:23  ଯିହୁଦାର ରାଜା ଆସାଙ୍କ ରାଜତ୍ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।
9315  1KI 16:29  ଯିହୁଦାର ରାଜା ଆସାଙ୍କ ରାଜତ୍ଅଠତିରିଶ ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
9524  1KI 22:41  ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ କରିବାକୁ ଆରମ୍ଭ କଲେ।
9535  1KI 22:52  ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
9554  2KI 1:17  ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
9581  2KI 3:1  ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ।
9747  2KI 8:16  ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।
9748  2KI 8:17  ସେ ରାଜତ୍ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
9756  2KI 8:25  ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଦ୍ୱାଦଶ ବର୍ଷରେ ଯିହୁଦା ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ କରିବାକୁ ଆରମ୍ଭ କଲେ।
9789  2KI 9:29  ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ କରିବାକୁ ଆରମ୍ଭ କରିଥିଲେ।
9844  2KI 11:11  ତହୁଁ ଗୃହର ଦକ୍ଷିଣ ପାର୍ଶ୍ରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
9855  2KI 12:2  ଯେହୂଙ୍କ ରାଜତ୍ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।
9860  2KI 12:7  ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
9876  2KI 13:1  ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
9885  2KI 13:10  ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
9901  2KI 14:1  ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ କରିବାକୁ ଆରମ୍ଭ କଲେ।
9902  2KI 14:2  ସେ ରାଜତ୍ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
9923  2KI 14:23  ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜତ୍ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
9930  2KI 15:1  ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ରାଜତ୍ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ କରିବାକୁ ଆରମ୍ଭ କଲେ।
9937  2KI 15:8  ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଅଠତିରିଶ ବର୍ଷରେ ଯାରବୀୟାମ୍‍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
9942  2KI 15:13  ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
9946  2KI 15:17  ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
9952  2KI 15:23  ଯିହୁଦାର ରାଜା ଅସରୀୟଙ୍କ ରାଜତ୍ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
9956  2KI 15:27  ଯିହୁଦାର ରାଜା ଅସରୀୟଙ୍କ ରାଜତ୍ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
9959  2KI 15:30  ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
9961  2KI 15:32  ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ କରିବାକୁ ଆରମ୍ଭ କଲେ।
9962  2KI 15:33  ସେ ରାଜତ୍ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।