Wildebeest analysis examples for:   ory-ory   ି    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ିର୍ଜ୍ଜନ ଓ ଶୂନ୍ୟିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାରିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତିଲେ।
3  GEN 1:3  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ିନ୍ନ କଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିନାମିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଜଳରାଶିନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟିବସ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ିବସକୁ ପୃଥକ୍‍ କରିବା ିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁିହ୍ନ ଓ ଋତୁ ଓିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱରିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣିର୍ମାଣ କଲେ।
17  GEN 1:17  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓିବା ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥିବସ ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତିିଙ୍ଗିପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”