Wildebeest analysis examples for:   ory-ory   ୧    February 25, 2023 at 00:57    Script wb_pprint_html.py   by Ulf Hermjakob

8719  2SA 24:24  ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
25588  LUK 13:1  . ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।
30996  REV 14:1  ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
30998  REV 14:3  ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।