6627 | JDG 5:2 | “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! |
8336 | 2SA 13:16 | ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା। |
8436 | 2SA 16:7 | ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ! |
8447 | 2SA 16:18 | ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି। |
8514 | 2SA 19:1 | ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!” |
12551 | NEH 9:36 | ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ। |
18065 | ISA 17:12 | ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି ! |
19021 | JER 1:6 | ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।” |
19289 | JER 10:19 | ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।” |
19541 | JER 22:18 | ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।” |
20150 | JER 48:1 | ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା। |
20199 | JER 49:3 | “ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ। |
20258 | JER 50:23 | ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି ! |
22983 | ZEC 3:2 | ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?” |
22989 | ZEC 3:8 | ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା। |
22990 | ZEC 3:9 | କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା। |
23389 | MAT 7:4 | ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! |
23904 | MAT 21:9 | ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା । |
23921 | MAT 21:26 | କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି । |