|
19300 | ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ !’” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।” |