Wildebeest analysis examples for:   ory-ory   ।''    February 25, 2023 at 00:57    Script wb_pprint_html.py   by Ulf Hermjakob

27466  ACT 13:35  ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''
28054  ROM 2:24  କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।''
28063  ROM 3:4  ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''
28220  ROM 8:36  ଯେପରି ଲେଖା ଅଛି, "ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।''
28383  ROM 15:12  ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।''
28968  2CO 6:2  କାରଣ ସେ କହନ୍ତି, "ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।'' ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
29033  2CO 9:9  ଯେପରି ଲେଖା ଅଛି, "ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ ।''
29112  2CO 13:1  ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।''
29179  GAL 3:10  କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''
29180  GAL 3:11  ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''
29225  GAL 4:27  ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।''
29243  GAL 5:14  କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।''
30038  HEB 1:8  ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''
30039  HEB 1:9  "ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି ।''
30042  HEB 1:12  "ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହି ସବୁ ଗୁଡ଼ାଇବ, ଆଉ ସେହି ସବୁ ପରିବର୍ତ୍ତିତ ହେବ । କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ ।''
30052  HEB 2:8  ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
30102  HEB 5:5  ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ୱର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ ।''
30103  HEB 5:6  ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, "ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।''
30125  HEB 6:14  "ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।''