Wildebeest analysis examples for:   ory-ory   ।'    February 25, 2023 at 00:57    Script wb_pprint_html.py   by Ulf Hermjakob

27615  ACT 17:23  କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
28098  ROM 4:8  ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।'
28236  ROM 9:13  ଯେପରି ଲେଖା ଅଛି, "ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।'
28248  ROM 9:25  ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, "ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।'
28251  ROM 9:28  "ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ ।'
28276  ROM 10:20  ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।'
28277  ROM 10:21  କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।'
28281  ROM 11:4  କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? "ଯେଉଁମାନେ ବାଆଲ୍‍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।'
28286  ROM 11:9  ପୁଣି, ଦାଉଦ କହନ୍ତି, "ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ ।'