Wildebeest analysis examples for: ory-ory ?''
February 25, 2023 at 00:57
Script wb_pprint_html.py by Ulf Hermjakob
30035
HEB 1:5
କାରଣ ଈଶ୍ୱର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?'' ପୁନଶ୍ଚ, "ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ
?''