Wildebeest analysis examples for:   ory-ory   Word,”    February 25, 2023 at 00:57    Script wb_pprint_html.py   by Ulf Hermjakob

3  GEN 1:3  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
440  GEN 18:15  ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
472  GEN 19:14  ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
610  GEN 24:18  ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
622  GEN 24:30  ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
657  GEN 24:65  ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।
689  GEN 25:30  ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
692  GEN 25:33  ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
700  GEN 26:7  ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
713  GEN 26:20  ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
747  GEN 27:19  ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
829  GEN 29:33  ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
830  GEN 29:34  ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
831  GEN 29:35  ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
837  GEN 30:6  ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
839  GEN 30:8  ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
844  GEN 30:13  ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
849  GEN 30:18  ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।
851  GEN 30:20  ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
906  GEN 31:32  ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
922  GEN 31:48  ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”
927  GEN 31:53  ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା।
937  GEN 32:9  “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”
955  GEN 32:27  ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
966  GEN 33:5  ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
1103  GEN 37:19  ଆଉ, ସେମାନେ ଏକ ଆରେକକୁ କହିଲେ,” ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
1106  GEN 37:22  ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ,” ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
1131  GEN 38:11  ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
1142  GEN 38:22  ଏଥିଉତ୍ତାରେ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ,” ଆଉ ସେଠାର ଲୋକମାନେ ମଧ୍ୟ କହିଲେ, “ଏହି ସ୍ଥାନରେ କୌଣସି ବେଶ୍ୟା ରହନ୍ତି ନାହିଁ।”
1169  GEN 39:19  ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା।
1363  GEN 45:4  ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
1453  GEN 48:1  ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।
1454  GEN 48:2  ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
1511  GEN 50:4  ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,”
1518  GEN 50:11  ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା।
1564  EXO 2:9  ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
1594  EXO 3:14  ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”
1607  EXO 4:5  ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
1730  EXO 8:15  ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
2465  EXO 32:26  ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
4384  NUM 22:8  ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
7138  RUT 1:9  ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ,” ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ୱରରେ ରୋଦନ କଲେ।
7153  RUT 2:2  ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”
7155  RUT 2:4  ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”
7165  RUT 2:14  ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।
7184  RUT 3:10  ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
7189  RUT 3:15  ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।
7192  RUT 3:18  ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
7193  RUT 4:1  ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
7194  RUT 4:2  ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।
7200  RUT 4:8  ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।
7206  RUT 4:14  ଏଣୁ ସ୍ତ୍ରୀମାନେ ନୟମୀକୁ କହିଲେ, “ଧନ୍ୟ ସଦାପ୍ରଭୁ,” ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।
8100  2SA 3:16  ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରି ଯାଅ,” ତହୁଁ ସେ ଫେରି ଗଲା।
8117  2SA 3:33  ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ,” ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା ?
8209  2SA 7:26  “ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ,” ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତ କାଳ ମହତ୍ ହେଉ।
8725  1KI 1:5  ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
9195  1KI 13:8  ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,”
9374  1KI 18:30  ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋ’ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
9378  1KI 18:34  ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
9460  1KI 21:6  ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
9500  1KI 22:17  ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
9686  2KI 6:8  ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
9890  2KI 13:15  ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
9891  2KI 13:16  ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
9892  2KI 13:17  ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
9893  2KI 13:18  ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
11423  2CH 11:4  “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍‍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
11554  2CH 18:7  ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
12533  NEH 9:18  ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
12717  EST 1:11  “ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ।
12722  EST 1:16  ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା,” ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
12731  EST 2:3  ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,”
12774  EST 4:8  ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
12802  EST 6:5  ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ,” ଦେଖନ୍ତୁ, ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
12820  EST 7:9  ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।”
14091  PSA 13:5  କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
14310  PSA 27:8  ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
14379  PSA 32:5  ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
14455  PSA 35:25  “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
15131  PSA 75:5  ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
15541  PSA 96:10  “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
15900  PSA 115:2  “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ ?
15926  PSA 116:10  ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
16158  PSA 122:1  “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
16171  PSA 124:1  “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ;
16201  PSA 129:1  “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;
16208  PSA 129:8  “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
16318  PSA 139:11  ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”
17522  ECC 7:23  ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋ’ଠାରୁ ଦୂର ଥିଲା।
18020  ISA 14:22  ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
18059  ISA 17:6  ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
18078  ISA 19:4  ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
18101  ISA 20:2  ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
18113  ISA 21:8  ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”