296 | GEN 11:29 | ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା। |
380 | GEN 15:19 | ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ, |
503 | GEN 20:7 | ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।” |
1302 | GEN 43:11 | ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ। |
1404 | GEN 46:17 | ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ। |
1408 | GEN 46:21 | ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ। |
1674 | EXO 6:18 | ପୁଣି, କହାତର ସନ୍ତାନ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା। |
2417 | EXO 30:34 | ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର। |
2511 | EXO 34:14 | ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। |
3712 | NUM 3:19 | ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ। |
4524 | NUM 26:33 | ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। |
4557 | NUM 27:1 | ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। |
4723 | NUM 32:3 | “ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ, |
4755 | NUM 32:35 | ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ, |
4757 | NUM 32:37 | ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍; |
4758 | NUM 32:38 | ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ। |
4844 | NUM 34:26 | ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ, |
4892 | NUM 36:11 | ଅର୍ଥାତ୍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ। |
5052 | DEU 4:46 | କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍ର, |
5678 | DEU 28:65 | ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ। |
6159 | JOS 13:3 | ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; |
6245 | JOS 15:41 | ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର। |
6251 | JOS 15:47 | ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ। |
7215 | 1SA 1:1 | ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର; |
7560 | 1SA 14:50 | ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍ର ପୁତ୍ର। |
7675 | 1SA 17:55 | ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ। |
7922 | 1SA 26:14 | ଆଉ ଦାଉଦ ଲୋକମାନଙ୍କୁ ଓ ନେର୍ର ପୁତ୍ର ଅବ୍ନରକୁ ଡାକି କହିଲେ, ହେ ଅବ୍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ? |
8091 | 2SA 3:7 | ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ ?” |
8687 | 2SA 23:31 | ଅର୍ବତୀୟ ଅବିୟେଲ୍ବୋନ, ବରହୂମୀୟ ଅସ୍ମାବତ୍; |
8758 | 1KI 1:38 | ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ। |
9973 | 2KI 16:6 | ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି। |
10174 | 2KI 23:5 | ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ। |
10273 | 1CH 1:17 | ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। |
10276 | 1CH 1:20 | ପୁଣି, ଯକ୍ତନ୍ ଅଲ୍ମୋଦଦ, ଶେଲଫ୍, ହତ୍ସର୍ମାବତ୍, ଯେରହ, |
10280 | 1CH 1:24 | ଶେମ, ଅର୍ଫକ୍ଷଦ, ଶେଲହ; |
10285 | 1CH 1:29 | ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା; |
10310 | 1CH 1:54 | ରାଜା ମଗ୍ଦୀୟେଲ, ରାଜା ଈରମ୍। ଏମାନେ ଇଦୋମର ରାଜା ଥିଲେ। |
10325 | 1CH 2:15 | ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା; |
10359 | 1CH 2:49 | ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍ଷା କାଲେବର କନ୍ୟା ଥିଲା। |
10377 | 1CH 3:12 | ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; |
10383 | 1CH 3:18 | ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ। |
10389 | 1CH 3:24 | ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ। |
10417 | 1CH 4:28 | ଆଉ, ସେମାନେ ବେର୍ଶେବାରେ, ମୋଲାଦାରେ, ହତ୍ସର-ଶୁୟାଲ୍ରେ, |
10419 | 1CH 4:30 | ବଥୂୟେଲରେ, ହର୍ମାରେ, ସିକ୍ଲଗ୍ରେ, |
10478 | 1CH 6:5 | ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ; |
10481 | 1CH 6:8 | ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର; |
10487 | 1CH 6:14 | ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ; |
10509 | 1CH 6:36 | ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ; |
10515 | 1CH 6:42 | ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି; |
10557 | 1CH 7:18 | ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା। |
10569 | 1CH 7:30 | ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ। |
10576 | 1CH 7:37 | ବେତ୍ସର, ହୋଦ୍, ଶମ୍ମା, ଶିଲ୍ଶ, ଯିତ୍ରନ୍ ଓ ବେରା। |
10596 | 1CH 8:17 | ଆଉ ସବଦୀୟ, ମଶୁଲ୍ଲମ୍, ହିଷ୍କି, ହେବର, |
10598 | 1CH 8:19 | ଆଉ ଶିମୀୟିର ପୁତ୍ର ଯାକୀମ୍, ସିଖ୍ରି, ସବ୍ଦି, |
10605 | 1CH 8:26 | ଆଉ, ଯିରୋହମର ସନ୍ତାନ ଶମ୍ଶରୟ, ଶହରୀୟ, ଅଥଲୀୟ, |
10612 | 1CH 8:33 | ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ। |
10634 | 1CH 9:15 | ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ |
10636 | 1CH 9:17 | ଆଉ ଦ୍ୱାରପାଳ, ଶଲ୍ଲୁମ୍, ଅକ୍କୂବ, ଟଲ୍ମୋନ, ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା। |
10658 | 1CH 9:39 | ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ୍, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ। |
10731 | 1CH 12:7 | କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍; |
10735 | 1CH 12:11 | ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ, |
10814 | 1CH 15:18 | ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ। |
10817 | 1CH 15:21 | ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ। |
11000 | 1CH 23:12 | କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ। |
11026 | 1CH 24:6 | ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା। |
11055 | 1CH 25:4 | ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; |
11075 | 1CH 25:24 | ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; |
11080 | 1CH 25:29 | ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; |
11089 | 1CH 26:7 | ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ। |
11093 | 1CH 26:11 | ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ। |
11105 | 1CH 26:23 | ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ |
11110 | 1CH 26:28 | ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା। |
11447 | 2CH 12:5 | ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ।” |
11535 | 2CH 17:7 | ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ; |
12034 | EZR 2:2 | ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା, |
12282 | EZR 10:25 | ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ। |
12288 | EZR 10:31 | ଆଉ, ହାରୀମର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ; |
12297 | EZR 10:40 | ମଗ୍ନଦ୍ବୟ, ଶାଶୟ, ଶାରୟ; |
12420 | NEH 6:14 | ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟ୍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର। |
12432 | NEH 7:7 | ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା, |
12501 | NEH 8:4 | ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ। |
12504 | NEH 8:7 | ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ। |
12519 | NEH 9:4 | ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ। |
12520 | NEH 9:5 | ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ। |
12556 | NEH 10:4 | ପଶ୍ହୂର, ଅମରୀୟ, ମଲ୍କୀୟ; |
12561 | NEH 10:9 | ମାସିୟ, ବିଲ୍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ। |
12568 | NEH 10:16 | ବୁନ୍ନି, ଅସ୍ଗଦ, ବେବୟ; |
12569 | NEH 10:17 | ଅଦୋନୀୟ, ବିଗ୍ବୟ, ଆଦୀନ; |
12571 | NEH 10:19 | ହୋଦୀୟ, ହଶୂମ, ବେତ୍ସୟ, |
12578 | NEH 10:26 | ରହୂମ୍, ହଶବ୍ନା, ମାସେୟ, |
12611 | NEH 11:19 | ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ। |
12620 | NEH 11:28 | ଆଉ ସିକ୍ଲଗ୍ରେ, ମକୋନା ଓ ତହିଁର ଉପନଗରରେ; |
12635 | NEH 12:7 | ସଲ୍ଲ, ଆମୋକ, ହିଲ୍କିୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ। |
12636 | NEH 12:8 | ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ। |
12653 | NEH 12:25 | ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ। |
12698 | NEH 13:23 | ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; |
12720 | EST 1:14 | ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;) |
14341 | PSA 30:5 | ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। |
14417 | PSA 34:10 | ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। |
14793 | PSA 55:22 | ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ। |