Wildebeest analysis examples for:   ory-ory   Word‍Word‍,    February 25, 2023 at 00:57    Script wb_pprint_html.py   by Ulf Hermjakob

661  GEN 25:2  ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
672  GEN 25:13  ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
6937  JDG 15:6  ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି ? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍‍ଶୋନ୍‍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା। ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
6960  JDG 16:9  ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
6965  JDG 16:14  ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
6971  JDG 16:20  ତହୁଁ ସେ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
8602  2SA 21:19  ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
10276  1CH 1:20  ପୁଣି, ଯକ୍ତନ୍‍ ଅଲ୍‍ମୋଦଦ, ଶେଲଫ୍‍, ହତ୍‍ସର୍ମାବତ୍‍, ଯେରହ,
10285  1CH 1:29  ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍‍ମା ଓ ଦୂମା, ମସା;
10288  1CH 1:32  ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।
10383  1CH 3:18  ତାହାର ପୁତ୍ର ଶଲ୍‍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍‍ସର, ଯିକମୀୟ, ହୋଶାମା ଓ ନଦବିୟ।
10414  1CH 4:25  ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍‍ମା।
10476  1CH 6:3  କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର୍‍, ହିବ୍ରୋଣ ଓ ଉଷୀୟେଲ।
10551  1CH 7:12  ଶୁପ୍‍ପୀମ୍‍ ମଧ୍ୟ ଓ ହୁପ୍‍ପୀମ୍‍, ଈର୍‍ର ସନ୍ତାନଗଣ, ହୂଶୀମ୍‍, ଅହେରର ସନ୍ତାନଗଣ।
10571  1CH 7:32  ପୁଣି, ହେବର, ଯଫ୍‍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
10609  1CH 8:30  ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍,
10655  1CH 9:36  ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
10784  1CH 14:5  ୟିଭର, ଇଲୀଶୂୟ, ଇଲ୍‍ପେଲଟ୍‍,
12034  EZR 2:2  ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
12117  EZR 4:2  ସେତେବେଳେ ସେମାନେ ଯିରୁବ୍ବାବିଲ୍‍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍‍ହଦ୍ଦୋନ୍‍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
12222  EZR 8:16  ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍‍ନାଥନ୍‍, ଯାରିବ, ଇଲ୍‍ନାଥନ୍‍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍‍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍‍ ଓ ଇଲ୍‍ନାଥନ୍‍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
12432  NEH 7:7  ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
12573  NEH 10:21  ମଗ୍‍ପୀୟସ୍‍, ମଶୁଲ୍ଲମ୍‍, ହେଷୀର;
19923  JER 36:12  ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍‍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇଲ୍‍ନାଥନ୍‍, ଶାଫନ୍‍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।
19936  JER 36:25  ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।
19995  JER 39:3  ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
20005  JER 39:13  ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
20199  JER 49:3  “ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
30271  HEB 11:32  ଆଉ ଅଧିକ କ'ଣ କହିବି ? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁଏଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;