24029 | MAT 24:3 | ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ । |
24543 | MRK 7:11 | କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋ'ଠାରୁ, ଯାହା ଦ୍ବାରା ତୁମ୍ଭର ଉପକାର ହୋଇଥାନ୍ତା, ତାହା 'କର୍ବାନ୍', ଅର୍ଥାତ୍ ଈଶ୍ୱରଙ୍କୁ ମାନତ ହୋଇଅଛି, |
24790 | MRK 13:4 | ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ । |
25865 | LUK 20:17 | କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ? |
25982 | LUK 22:49 | ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ? |
26550 | JHN 9:41 | ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ । |
26851 | JHN 17:23 | ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ । |
27345 | ACT 10:17 | ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ, |
27612 | ACT 17:20 | କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କ'ଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ । |
28166 | ROM 7:7 | ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ । ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି । |
28177 | ROM 7:18 | କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ । |
28211 | ROM 8:27 | ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଈଶ୍ୱରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି । |
28315 | ROM 12:2 | ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ । |
29291 | EPH 1:18 | ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ, |
29292 | EPH 1:19 | ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର; |
29327 | EPH 3:9 | ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, |
29559 | COL 1:27 | ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; |