Wildebeest analysis examples for:   ory-ory   Word‌Word,    February 25, 2023 at 00:57    Script wb_pprint_html.py   by Ulf Hermjakob

1018  GEN 35:6  ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।
10418  1CH 4:29  ବିଲ୍‌ହାରେ, ଏତ୍‍ସମ୍‍ରେ, ତୋଲଦରେ,
24674  MRK 10:17  ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
24866  MRK 14:43  ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ଼୍ଗ ଓ ଠେଙ୍ଗା ଧରି ଆସିଲେ ।
24917  MRK 15:22  ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
25615  LUK 13:28  ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
25775  LUK 18:18  ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
27097  ACT 4:6  ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ ।
28991  2CO 7:7  ଆଉ, କେବଳ ତାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋ' ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି ।
29421  EPH 6:17  ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;
29425  EPH 6:21  ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖି‌କ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;