Wildebeest analysis examples for:   ory-ory   Word',    February 25, 2023 at 00:57    Script wb_pprint_html.py   by Ulf Hermjakob

24052  MAT 24:26  ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ ।
24083  MAT 25:6  କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା ।
24807  MRK 13:21  ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
25911  LUK 21:16  କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
28264  ROM 10:8  କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"
28507  1CO 4:6  ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।