Wildebeest analysis examples for:   ory-ory   “Word,”    February 25, 2023 at 00:57    Script wb_pprint_html.py   by Ulf Hermjakob

729  GEN 27:1  ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
746  GEN 27:18  ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?”
1563  EXO 2:8  ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
18835  ISA 56:12  ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
18936  ISA 62:12  ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।