Wildebeest analysis examples for:   ory-ory   Word,"    February 25, 2023 at 00:57    Script wb_pprint_html.py   by Ulf Hermjakob

28108  ROM 4:18  "ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ ।
28497  1CO 3:19  କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";