|
20874 | ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ। |