Wildebeest analysis examples for: ory-ory [Word,
February 25, 2023 at 00:57
Script wb_pprint_html.py by Ulf Hermjakob
24001
MAT 23:14
[ହାୟ,
ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।]