| 1852 |   EXO 12:35  |  ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ। | 
| 2357 |   EXO 29:20  |  ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। | 
| 2704 |   EXO 39:39  |  ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି; | 
| 3218 |   LEV 16:16  |  ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ। | 
| 3637 |   NUM 1:32  |  ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; | 
| 3769 |   NUM 4:25  |  ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର; | 
| 3808 |   NUM 5:15  |  ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ। | 
| 3811 |   NUM 5:18  |  ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ। | 
| 3839 |   NUM 6:15  |  ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। | 
| 3999 |   NUM 10:10  |  ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” | 
| 4325 |   NUM 20:13  |  ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ। | 
| 4587 |   NUM 28:8  |  ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ। | 
| 4600 |   NUM 28:21  |  ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ, | 
| 4616 |   NUM 29:6  |  ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ। | 
| 4624 |   NUM 29:14  |  ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ | 
| 4628 |   NUM 29:18  |  ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4631 |   NUM 29:21  |  ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4634 |   NUM 29:24  |  ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4637 |   NUM 29:27  |  ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4640 |   NUM 29:30  |  ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4643 |   NUM 29:33  |  ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4647 |   NUM 29:37  |  ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, | 
| 4649 |   NUM 29:39  |  ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। | 
| 4716 |   NUM 31:50  |  ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।” | 
| 4756 |   NUM 32:36  |  ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ। | 
| 4993 |   DEU 3:16  |  ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ; | 
| 5298 |   DEU 14:6  |  ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ। | 
| 5788 |   DEU 32:28  |  ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ। | 
| 6265 |   JOS 15:61  |  ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍ ଓ ସକାଖା | 
| 6538 |   JDG 1:27  |  ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ। | 
| 6635 |   JDG 5:10  |  ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର। | 
| 7171 |   RUT 2:20  |  ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।” | 
| 7215 |   1SA 1:1  |  ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର; | 
| 8949 |   1KI 7:12  |  ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା। | 
| 8980 |   1KI 7:43  |  ଆଉ, ଦଶ ବଇଠିକି ଓ ସେହିସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର, | 
| 9071 |   1KI 9:17  |  ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ, | 
| 10428 |   1CH 4:39  |  ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ। | 
| 10517 |   1CH 6:44  |  ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି; | 
| 10984 |   1CH 22:15  |  ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବ ପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି; | 
| 11103 |   1CH 26:21  |  ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା, | 
| 11356 |   2CH 8:5  |  ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ; | 
| 11426 |   2CH 11:7  |  ବେଥ୍-ସୁର, ସୋଖୋ, ଅଦୁଲ୍ଲମ, | 
| 12162 |   EZR 6:6  |  “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ; | 
| 12645 |   NEH 12:17  |  ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦିୟ-ବଂଶର ପିଲ୍ଟେୟ; | 
| 12680 |   NEH 13:5  |  ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। | 
| 12704 |   NEH 13:29  |  ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି। | 
| 12866 |   EST 9:28  |  ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।” | 
| 13032 |   JOB 7:20  |  ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ’ଣ କରେ ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି ? | 
| 13973 |   PSA 4:3  |  ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? [ସେଲା] | 
| 14043 |   PSA 9:12  |  ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। | 
| 14326 |   PSA 29:1  |  ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। | 
| 14823 |   PSA 58:2  |  ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ? | 
| 15308 |   PSA 83:7  |  ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, | 
| 15446 |   PSA 90:3  |  ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” | 
| 15908 |   PSA 115:10  |  ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। | 
| 16262 |   PSA 135:19  |  ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; | 
| 16263 |   PSA 135:20  |  ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। | 
| 16627 |   PRO 6:17  |  ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ; | 
| 16675 |   PRO 8:3  |  ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ, | 
| 17855 |   ISA 7:3  |  ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ। | 
| 18897 |   ISA 60:6  |  ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। | 
| 20566 |   EZK 2:5  |  ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ। | 
| 20567 |   EZK 2:6  |  ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ। | 
| 20574 |   EZK 3:3  |  ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା। | 
| 20575 |   EZK 3:4  |  ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ। | 
| 20588 |   EZK 3:17  |  ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ। | 
| 20599 |   EZK 4:1  |  ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍, ଯିରୂଶାଲମର ଛବି ଅଙ୍କିତ କର; | 
| 20616 |   EZK 5:1  |  “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ। | 
| 20634 |   EZK 6:2  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, | 
| 20678 |   EZK 8:5  |  ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା। | 
| 20679 |   EZK 8:6  |  ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।” | 
| 20681 |   EZK 8:8  |  ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।” | 
| 20685 |   EZK 8:12  |  ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।” | 
| 20688 |   EZK 8:15  |  ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।” | 
| 20690 |   EZK 8:17  |  ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି। | 
| 20726 |   EZK 11:2  |  ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି; | 
| 20728 |   EZK 11:4  |  ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର।” | 
| 20739 |   EZK 11:15  |  “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି; | 
| 20751 |   EZK 12:2  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ। | 
| 20752 |   EZK 12:3  |  ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ। | 
| 20758 |   EZK 12:9  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କ’ଣ କରୁଅଛ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି ? | 
| 20767 |   EZK 12:18  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର; | 
| 20771 |   EZK 12:22  |  “ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି ? | 
| 20774 |   EZK 12:25  |  କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା। | 
| 20776 |   EZK 12:27  |  “ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରୁଅଛି। | 
| 20779 |   EZK 13:2  |  “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; | 
| 20794 |   EZK 13:17  |  ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି କୁହ, | 
| 20803 |   EZK 14:3  |  “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ? | 
| 20813 |   EZK 14:13  |  “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ; | 
| 20825 |   EZK 15:2  |  “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ? | 
| 20833 |   EZK 16:2  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ, | 
| 20896 |   EZK 17:2  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ; | 
| 20967 |   EZK 20:3  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।” | 
| 20968 |   EZK 20:4  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,” | 
| 20991 |   EZK 20:27  |  ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି। | 
| 21010 |   EZK 21:2  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; | 
| 21015 |   EZK 21:7  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, | 
| 21019 |   EZK 21:11  |  ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ। | 
| 21022 |   EZK 21:14  |  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି; | 
| 21025 |   EZK 21:17  |  ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର। |