2053 | EXO 20:1 | ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା- |
2079 | EXO 21:1 | ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା- |
4233 | NUM 17:3 | ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।” |
4629 | NUM 29:19 | ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। |
4638 | NUM 29:28 | ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। |
5886 | JOS 2:15 | ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା। |
5910 | JOS 3:15 | ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, |
5953 | JOS 6:2 | ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ। |
7414 | 1SA 9:21 | ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ? |
8557 | 2SA 19:44 | ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା- ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ ?” ତହୁଁ ଇସ୍ରାଏଲ-ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା। |
13626 | JOB 31:34 | ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ- |
14485 | PSA 37:14 | ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। |
18327 | ISA 31:7 | କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ। |
21935 | DAN 4:26 | ବାର ମାସର ଶେଷରେ ସେ ବାବିଲର ରାଜ- ପ୍ରାସାଦରେ ବୁଲୁଥିଲା। |
21983 | DAN 6:10 | ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ- ବିଧିରେ ସ୍ୱାକ୍ଷର କଲା। |
26790 | JHN 15:22 | ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ । |
26805 | JHN 16:10 | ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; |
26806 | JHN 16:11 | ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି । |
28148 | ROM 6:12 | ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ; |
28467 | 1CO 2:5 | ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା । |
28766 | 1CO 14:20 | ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ । |
28825 | 1CO 15:39 | ସମସ୍ତ ଶରୀର ଏକ ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ- ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟ ପ୍ରକାର ଶରୀର । |
29521 | PHP 4:12 | ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ- ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି । |
29880 | 2TI 1:4 | ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି; |
30007 | PHM 1:2 | ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ- ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଲେଖୁଅଛୁ; |
30168 | HEB 8:9 | ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ- ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି । |