396 | GEN 16:14 | ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି। |
654 | GEN 24:62 | ସେହି ସମୟରେ ଇସ୍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା। |
670 | GEN 25:11 | ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ। |
981 | GEN 33:20 | ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା। |
2341 | EXO 29:4 | ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ। |
9099 | 1KI 10:17 | ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ। |
9103 | 1KI 10:21 | ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା। |
9493 | 1KI 22:10 | ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ। |
10441 | 1CH 5:9 | ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। |
10694 | 1CH 11:17 | ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !” |
10695 | 1CH 11:18 | ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, |