Wildebeest analysis examples for:   ory-ory   “Word-Word    February 25, 2023 at 00:57    Script wb_pprint_html.py   by Ulf Hermjakob

2949  LEV 8:31  ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
4192  NUM 15:38  “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
4813  NUM 33:51  “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
4820  NUM 34:2  “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
4857  NUM 35:10  “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
4886  NUM 36:5  ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
18868  ISA 58:12  ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”