Wildebeest analysis examples for:   ory-ory   Word-Word।    February 25, 2023 at 00:57    Script wb_pprint_html.py   by Ulf Hermjakob

3808  NUM 5:15  ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।
10512  1CH 6:39  ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
10937  1CH 20:6  ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ।
16004  PSA 119:38  ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
17218  PRO 26:7  ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ।