|
12346 | ପୁଣି, ବେଥ୍-ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା। | |
13940 | ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା। | |
19159 | ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। |