|
10420 | ବେଥ୍-ମର୍କାବୋତ୍ରେ, ହତ୍ସର୍-ସୂଷୀମ୍ରେ, ବେଥ୍-ବିରୀରେ ଓ ଶାରୟିମ୍ରେ ବାସ କଲେ। ଦାଉଦଙ୍କର ରାଜତ୍ୱ ପର୍ଯ୍ୟନ୍ତ ଏସବୁ ନଗର ସେମାନଙ୍କର ଥିଲା। | |
12657 | ମଧ୍ୟ ବେଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ୍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ। |