1930 | EXO 15:9 | ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ। |
17322 | PRO 30:1 | ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ : |
17705 | SNG 7:9 | ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; |
18743 | ISA 50:11 | ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। |
18766 | ISA 51:23 | ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।” |
18870 | ISA 58:14 | ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି। |
19591 | JER 23:38 | ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି : “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ। |
19795 | JER 31:35 | ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି : |
19871 | JER 34:1 | ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା : |
20012 | JER 40:2 | ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ : |
20059 | JER 42:15 | ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ; |
20090 | JER 44:11 | ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। |
20103 | JER 44:24 | ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : |
21188 | EZK 26:19 | କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ : |
21229 | EZK 28:3 | ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି : |
21328 | EZK 32:11 | କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : “ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ। |
21511 | EZK 38:17 | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ? |
21740 | EZK 46:16 | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ। |
21761 | EZK 47:13 | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ। |
21772 | EZK 48:1 | ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ। |
21794 | EZK 48:23 | ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ। |