224 | GEN 9:18 | ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା। |
672 | GEN 25:13 | ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍, |
1057 | GEN 36:16 | ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ। |
1062 | GEN 36:21 | ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ। |
1084 | GEN 36:43 | ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। |
4051 | NUM 11:26 | ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ। |
4382 | NUM 22:6 | ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ। |
4500 | NUM 26:9 | ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ। |
4510 | NUM 26:19 | ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। |
4531 | NUM 26:40 | ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ। |
4550 | NUM 26:59 | ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା। |
4757 | NUM 32:37 | ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍; |
6236 | JOS 15:32 | ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର। |
6240 | JOS 15:36 | ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର। |
6243 | JOS 15:39 | ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍; |
6323 | JOS 18:28 | ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର। |
6329 | JOS 19:6 | ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର। |
6330 | JOS 19:7 | ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର |
8687 | 2SA 23:31 | ଅର୍ବତୀୟ ଅବିୟେଲ୍ବୋନ, ବରହୂମୀୟ ଅସ୍ମାବତ୍; |
8694 | 2SA 23:38 | ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍; |
8862 | 1KI 4:15 | ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା। |
8864 | 1KI 4:17 | ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍; |
10224 | 2KI 24:18 | ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା। |
10275 | 1CH 1:19 | ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍। |
10285 | 1CH 1:29 | ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା; |
10308 | 1CH 1:52 | ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍; |
10355 | 1CH 2:45 | ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବେଥ୍-ସୁରର ପିତା ଥିଲା। |
10371 | 1CH 3:6 | ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍; |
10375 | 1CH 3:10 | ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍; |
10376 | 1CH 3:11 | ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; |
10377 | 1CH 3:12 | ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; |
10393 | 1CH 4:4 | ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ। |
10437 | 1CH 5:5 | ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍; |
10484 | 1CH 6:11 | ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍; |
10510 | 1CH 6:37 | ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍; |
10525 | 1CH 6:52 | ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍; |
10529 | 1CH 6:56 | ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍; |
10530 | 1CH 6:57 | ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍; |
10531 | 1CH 6:58 | ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍; |
10532 | 1CH 6:59 | ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍; |
10533 | 1CH 6:60 | ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍; |
10537 | 1CH 6:64 | ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍; |
10567 | 1CH 7:28 | ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା; |
10600 | 1CH 8:21 | ଅଦାୟା, ବରାୟା ଓ ଶିମ୍ରତ୍; |
10627 | 1CH 9:8 | ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍; |
10663 | 1CH 9:44 | ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲ୍ର ସନ୍ତାନ। |
10707 | 1CH 11:30 | ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍; |
10717 | 1CH 11:40 | ଯିତ୍ରୀୟ ଈରା ଓ ଗାରେବ୍; |
10720 | 1CH 11:43 | ମାଖାର ପୁତ୍ର ହାନନ୍, ମିତ୍ନୀୟ ଯୋଶାଫଟ୍; |
10721 | 1CH 11:44 | ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍; |
10729 | 1CH 12:5 | ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍; |
10736 | 1CH 12:12 | ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍; |
10866 | 1CH 16:41 | ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। |
11009 | 1CH 23:21 | ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍; |
11042 | 1CH 24:22 | ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍। |
11055 | 1CH 25:4 | ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; |
11086 | 1CH 26:4 | ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍; |
11136 | 1CH 27:22 | ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। |
12559 | NEH 10:7 | ଦାନିୟେଲ, ଗିନ୍ନଥୋନ, ବାରୁକ୍; |
12563 | NEH 10:11 | ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍; |
12567 | NEH 10:15 | ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ୍, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି; |
12579 | NEH 10:27 | ପୁଣି, ଅହୀୟ, ହାନନ୍, ଅନାନ୍; |
12631 | NEH 12:3 | ଶଖନୀୟ, ରହୂମ୍, ମରେମୋତ୍; |
12641 | NEH 12:13 | ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍; |
12642 | NEH 12:14 | ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ୍; |
12643 | NEH 12:15 | ହାରୀମ-ବଂଶର ଅଦନ୍; ମରାୟୋତ୍-ବଂଶର ହିଲ୍କୟ; |
12644 | NEH 12:16 | ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍; |
12646 | NEH 12:18 | ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍; |
15360 | PSA 86:13 | କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ। |
21499 | EZK 38:5 | ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ; |