Wildebeest analysis examples for:   ory-ory   Word);    February 25, 2023 at 00:57    Script wb_pprint_html.py   by Ulf Hermjakob

395  GEN 16:13  ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”
2396  EXO 30:13  ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
4030  NUM 11:5  ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
4325  NUM 20:13  ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
5704  DEU 29:22  ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
5730  DEU 30:20  ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
6308  JOS 18:13  ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।
6394  JOS 21:11  ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
6493  JOS 24:15  ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
6772  JDG 9:16  ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);
7420  1SA 9:27  ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।
7960  1SA 28:15  ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।
16280  PSA 136:16  ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17544  ECC 8:16  ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
21080  EZK 23:4  ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
29043  2CO 10:4  (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);