Wildebeest analysis examples for:   ory-ory   Word-Word;    February 25, 2023 at 00:57    Script wb_pprint_html.py   by Ulf Hermjakob

2455  EXO 32:16  ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
2651  EXO 38:17  ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
3938  NUM 7:87  ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
4591  NUM 28:12  ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
4608  NUM 28:29  ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
6361  JOS 19:38  ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର।
8556  2SA 19:43  ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି ?”
8834  1KI 3:15  ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
10526  1CH 6:53  ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;
12618  NEH 11:26  ଆଉ ଯେଶୂୟରେ, ମୋଲାଦାରେ ଓ ବେଥ୍-ପେଲଟରେ;
13424  JOB 23:1  ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
14861  PSA 60:10  ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।
15819  PSA 108:10  ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।
16627  PRO 6:17  ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
17337  PRO 30:16  ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।