Wildebeest analysis examples for:   ory-ory   Word‍-Word;    February 25, 2023 at 00:57    Script wb_pprint_html.py   by Ulf Hermjakob

8856  1KI 4:9  ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
8860  1KI 4:13  ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
10527  1CH 6:54  ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;