Wildebeest analysis examples for:   ory-ory   ?’    February 25, 2023 at 00:57    Script wb_pprint_html.py   by Ulf Hermjakob

8283  2SA 11:21  ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
8526  2SA 19:13  ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ ?’
8527  2SA 19:14  ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”
8733  1KI 1:13  ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୁ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, “ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ ?” ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି ?’
9739  2KI 8:8  ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
10050  2KI 18:22  ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ;’ ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି ?’
12148  EZR 5:9  ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?’
13374  JOB 21:15  ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା ?’
13406  JOB 22:13  ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ?
13410  JOB 22:17  ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି ?’
19198  JER 7:10  ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?’
19207  JER 7:19  ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି ? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି ?’
19347  JER 13:12  ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’
19386  JER 15:2  ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।’”
19586  JER 23:33  ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
19905  JER 35:13  ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ ?’