|
24929 | ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ? | |
28272 | କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?' |