|
16831 | ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। | |
16884 | ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ। | |
16933 | ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ। | |
30975 | କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା । |