Wildebeest analysis examples for:   ory-ory   Word‍-Word    February 25, 2023 at 00:57    Script wb_pprint_html.py   by Ulf Hermjakob

102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
1241  GEN 41:45  ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍‍-ପାନେହ ରଖିଲେ; ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
3626  NUM 1:21  ରୁବେନ୍‍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
3629  NUM 1:24  ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
3669  NUM 2:10  ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;
3675  NUM 2:16  ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
3881  NUM 7:30  ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
3893  NUM 7:42  ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;
4007  NUM 10:18  ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
4059  NUM 11:34  ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
4060  NUM 11:35  ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍‍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
4415  NUM 22:39  ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
4475  NUM 25:3  ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
4477  NUM 25:5  ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
4721  NUM 32:1  ରୁବେନ୍‍-ସନ୍ତାନଗଣର ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
4745  NUM 32:25  ତେବେ ଗାଦ୍‍-ସନ୍ତାନଗଣ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
4751  NUM 32:31  ତହିଁରେ ଗାଦ୍‍-ସନ୍ତାନଗଣ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
4753  NUM 32:33  ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
4754  NUM 32:34  ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍‍, ଅଟାରୋତ୍‍ ଓ ଅରୋୟେର;
4757  NUM 32:37  ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;
4761  NUM 32:41  ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।
4778  NUM 33:16  ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
4779  NUM 33:17  ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍‍ସେରୋତରେ ଛାଉଣି ସ୍ଥାପନ କଲେ।
4781  NUM 33:19  ଓ ସେମାନେ ରିତ୍‍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।
4782  NUM 33:20  ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।
4832  NUM 34:14  କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
4991  DEU 3:14  ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।
5009  DEU 4:3  ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।
5181  DEU 9:22  ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
5939  JOS 5:3  ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ।
6179  JOS 13:23  ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
6180  JOS 13:24  ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
6182  JOS 13:26  ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
6204  JOS 14:15  ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
6211  JOS 15:7  ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
6217  JOS 15:13  ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
6219  JOS 15:15  ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
6220  JOS 15:16  ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।
6229  JOS 15:25  ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;)
6238  JOS 15:34  ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍;
6253  JOS 15:49  ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି)
6258  JOS 15:54  ଓ ହୁମ୍‍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
6264  JOS 15:60  କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
6272  JOS 16:5  ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
6284  JOS 17:7  ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
6288  JOS 17:11  ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।
6308  JOS 18:13  ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।
6309  JOS 18:14  ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
6311  JOS 18:16  ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।
6331  JOS 19:8  ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
6335  JOS 19:12  ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।
6336  JOS 19:13  ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍‍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।
6344  JOS 19:21  ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
6368  JOS 19:45  ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ
6381  JOS 20:7  ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
6394  JOS 21:11  ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
6407  JOS 21:24  ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
6408  JOS 21:25  ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
6415  JOS 21:32  ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
6437  JOS 22:9  ତହିଁରେ ରୁବେନ୍‍-ସନ୍ତାନଗଣ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
6438  JOS 22:10  ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।
6439  JOS 22:11  ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।
6441  JOS 22:13  ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ
6443  JOS 22:15  ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
6449  JOS 22:21  ତହିଁରେ ରୁବେନ୍‍-ସନ୍ତାନଗଣ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
6458  JOS 22:30  ସେତେବେଳେ ରୁବେନ୍‍-ସନ୍ତାନଗଣ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
6459  JOS 22:31  ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”
6460  JOS 22:32  ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
6461  JOS 22:33  ତହିଁରେ ଇସ୍ରାଏଲ ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍ ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
6462  JOS 22:34  ଏଉତ୍ତାରେ ରୁବେନ୍‍-ସନ୍ତାନମାନେ ଗାଦ୍‍-ସନ୍ତାନମାନେ ସେହି ବେଦିର ନାମ ଏଦ୍‍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”
6521  JDG 1:10  ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
6522  JDG 1:11  ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
6523  JDG 1:12  ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
6556  JDG 2:9  ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
6603  JDG 4:2  ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।
6646  JDG 5:21  କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
6718  JDG 7:22  ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
6721  JDG 7:25  ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।
6754  JDG 8:33  ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍-ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।
6760  JDG 9:4  ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।
6817  JDG 10:4  ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
6948  JDG 15:17  ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍‍-ଲିହୀ ହେଲା।
7007  JDG 18:12  ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍‍-ଯିୟାରୀମର ପଛରେ ଅଛି।
7300  1SA 4:1  ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
7322  1SA 5:1  ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।
7354  1SA 6:21  ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।
7355  1SA 7:1  ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
7358  1SA 7:4  ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
7366  1SA 7:12  ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।
7431  1SA 10:11  ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା ? ଶାଉଲ ହିଁ କି ଭବିଷ୍ୟଦ୍‍-ବକ୍ତାମାନଙ୍କ ମଧ୍ୟରେ ଜଣେ ?
7621  1SA 17:1  ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
7952  1SA 28:7  ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।
8057  2SA 2:5  ତହିଁରେ ଦାଉଦ ଯାବେଶ୍‍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
8068  2SA 2:16  ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।
8155  2SA 5:20  ତହୁଁ ଦାଉଦ ବାଲ୍‍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋ’ ସମ୍ମୁଖରେ ମୋ’ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ।
8170  2SA 6:10  ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,
8171  2SA 6:11  ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍‍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
8172  2SA 6:12  ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
8469  2SA 17:17  ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି।
8595  2SA 21:12  ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।