45 | GEN 2:14 | ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। |
258 | GEN 10:23 | ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍। |
260 | GEN 10:25 | ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍। |
1042 | GEN 36:1 | ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍। |
1049 | GEN 36:8 | ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍। |
1052 | GEN 36:11 | ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍। |
1064 | GEN 36:23 | ପୁଣି, ଶୋବଲ୍ର ପୁତ୍ରଗଣ ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍। |
1067 | GEN 36:26 | ପୁଣି, ଦିଶୋନ୍ର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍। |
1068 | GEN 36:27 | ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍ ଓ ଆକନ୍। |
1069 | GEN 36:28 | ପୁଣି, ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍। |
1071 | GEN 36:30 | ଓ ରାଜା ଦିଶୋନ୍ ଓ ରାଜା ଏତ୍ସର ଓ ରାଜା ଦୀଶନ୍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ। |
1076 | GEN 36:35 | ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍। |
1081 | GEN 36:40 | ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍। |
1395 | GEN 46:8 | ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍। |
1410 | GEN 46:23 | ଆଉ ଦାନ୍ର ପୁତ୍ର ହୂଶୀମ୍। |
3616 | NUM 1:11 | ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍। |
3619 | NUM 1:14 | ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍। |
4499 | NUM 26:8 | ପଲ୍ଲୂର ସନ୍ତାନ ଇଲୀୟାବ୍। |
4839 | NUM 34:21 | ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍। |
4845 | NUM 34:27 | ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍। |
5049 | DEU 4:43 | ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍। |
7768 | 1SA 20:36 | ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା। |
8127 | 2SA 4:4 | ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍। |
8151 | 2SA 5:16 | ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍। |
8861 | 1KI 4:14 | ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍। |
10260 | 1CH 1:4 | ନୋହ, ଶେମ, ହାମ ଓ ଯେଫତ୍। |
10273 | 1CH 1:17 | ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। |
10275 | 1CH 1:19 | ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍। |
10294 | 1CH 1:38 | ଆଉ ସେୟୀରର ସନ୍ତାନ ଲୋଟନ୍, ଶୋବଲ୍, ସିବୀୟୋନ୍, ଅନା, ଦିଶୋନ୍, ଏତ୍ସର ଓ ଦୀଶନ୍। |
10296 | 1CH 1:40 | ଶୋବଲ୍ର ସନ୍ତାନ ଅଲୀୟନ୍, ମାନହତ୍, ଏବଲ୍, ଶଫୀ ଓ ଓନମ୍। ଆଉ ସିବୀୟୋନ୍ର ପୁତ୍ର ଅୟା ଓ ଅନା। |
10297 | 1CH 1:41 | ଅନାର ପୁତ୍ର ଦିଶୋନ୍। ଆଉ ଦିଶୋନ୍ର ପୁତ୍ର ହମ୍ରଣ, ଇଶବନ୍, ଯିତ୍ରନ୍ ଓ କରାଣ। |
10298 | 1CH 1:42 | ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍। |
10310 | 1CH 1:54 | ରାଜା ମଗ୍ଦୀୟେଲ, ରାଜା ଈରମ୍। ଏମାନେ ଇଦୋମର ରାଜା ଥିଲେ। |
10341 | 1CH 2:31 | ଆଉ ଅପ୍ପୟିମ୍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍। ଶେଶନ୍ର ପୁତ୍ର ଅହଲୟ। |
10357 | 1CH 2:47 | ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ୍ ଓ ଐଫା ଓ ଶାଫ୍। |
10380 | 1CH 3:15 | ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। |
10390 | 1CH 4:1 | ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍। |
10402 | 1CH 4:13 | କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍। |
10404 | 1CH 4:15 | ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍। |
10409 | 1CH 4:20 | ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍ହାନନ୍ ଓ ତୀଲୋନ୍। ଆଉ ଈଶୀର ସନ୍ତାନ ସୋହେତ୍ ଓ ବିନ୍-ସୋହେତ୍। |
10411 | 1CH 4:22 | ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ। |
10483 | 1CH 6:10 | ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍। |
10511 | 1CH 6:38 | ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍। |
10547 | 1CH 7:8 | ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏ ସମସ୍ତେ ବେଖରର ସନ୍ତାନ। |
10555 | 1CH 7:16 | ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍। |
10558 | 1CH 7:19 | ଆଉ ଶମୀଦାର ପୁତ୍ର ଅହୀୟନ୍, ଶେଖମ୍, ଲିକ୍ହି ଓ ଅନୀୟାମ୍। |
10572 | 1CH 7:33 | ଯଫ୍ଲେଟ୍ର ପୁତ୍ର ପାସକ, ବିମ୍ହଲ୍ ଓ ଅଶ୍ୱତ୍। ଏମାନେ ଯଫ୍ଲେଟର ସନ୍ତାନ। |
10584 | 1CH 8:5 | ଗେରା, ଶଫୂଫନ୍ ଓ ହୂରମ୍। |
10617 | 1CH 8:38 | ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର। |
10618 | 1CH 8:39 | ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍। |
10656 | 1CH 9:37 | ଗଦୋର୍, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍। |
10660 | 1CH 9:41 | ମୀଖାର ପୁତ୍ର ପିଥୋନ୍, ମେଲକ୍, ତହରେୟ ଓ ଆହସ୍। |
10724 | 1CH 11:47 | ଇଲୀୟେଲ୍, ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍। |
10786 | 1CH 14:7 | ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍। |
11042 | 1CH 24:22 | ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍। |
11044 | 1CH 24:24 | ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍। |
11050 | 1CH 24:30 | ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ। |
11107 | 1CH 26:25 | ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍। |
11133 | 1CH 27:19 | ସବୂଲୂନ-ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି-ବଂଶ ମଧ୍ୟରେ ଅସ୍ରୀୟେଲ୍ର ପୁତ୍ର ଯିରେମୋତ୍। |
11135 | 1CH 27:21 | ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ୍। |
12208 | EZR 8:2 | ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍। |
12286 | EZR 10:29 | ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍। |
12299 | EZR 10:42 | ଶଲ୍ଲୁମ୍, ଅମରୀୟ, ଯୋଷେଫ୍। |
12560 | NEH 10:8 | ମଶୁଲ୍ଲମ୍, ଅବୀୟ, ମିୟାମୀନ୍। |
14580 | PSA 41:14 | ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍। |
15074 | PSA 72:19 | ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍। |
15443 | PSA 89:53 | ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍। |
15974 | PSA 119:8 | ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍। |
15982 | PSA 119:16 | ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍। |
15990 | PSA 119:24 | ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍। |
16014 | PSA 119:48 | ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍। |
16022 | PSA 119:56 | ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି। ହେତ୍। |
16030 | PSA 119:64 | ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍। |
16038 | PSA 119:72 | ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋ’ ପ୍ରତି ଉତ୍ତମ। ଇୟୂଦ୍। |
16046 | PSA 119:80 | ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ। କଫ୍। |
16054 | PSA 119:88 | ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍। |
16062 | PSA 119:96 | ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍। |
16070 | PSA 119:104 | ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍। |
16078 | PSA 119:112 | ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍। |
16086 | PSA 119:120 | ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍। |
16118 | PSA 119:152 | ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍। |
16126 | PSA 119:160 | ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍। |
16304 | PSA 138:5 | ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍। |
22838 | HAB 3:1 | ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍। |